ପ୍ରେରିତ 15:8-9
ପ୍ରେରିତ 15:8-9 ODCLBSI
ପୁଣି ସମସ୍ତଙ୍କ ମନର ଚିନ୍ତା ଜାଣିପାରୁଥିବା ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ରଆତ୍ମା ଦାନ କରିଛନ୍ତି, ଅଣଇହୁଦୀମାନଙ୍କୁ ମଧ୍ୟ ଠିକ୍ ସେହିପରି ଦାନ ଦେଇ ସେମାନଙ୍କୁ ଗ୍ରହଣ କରିଛନ୍ତି। ସେମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ ସେ କୌଣସି ପାର୍ଥକ୍ୟ ରଖିନାହାନ୍ତି। ସେମାନଙ୍କ ବିଶ୍ୱାସ ହେତୁ ସେ ସେମାନଙ୍କ ପାପ କ୍ଷମା କରିଛନ୍ତି।