ପ୍ରେରିତ 16:25-26
ପ୍ରେରିତ 16:25-26 ODCLBSI
ମଧ୍ୟରାତ୍ରି ସମୟରେ ପାଉଲ ଓ ଶୀଲା ପ୍ରାର୍ଥନା କରୁଥିଲେ, ପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାଉଥିଲେ ଓ ଅନ୍ୟ ବନ୍ଦୀମାନେ ଏହା ଶୁଣୁଥିଲେ। ହଠାତ୍ ଭୀଷଣ ଭୂମିକମ୍ପ ହେଲା ଓ କାରାଗାରର ମୂଳଦୁଆକୁ ଦୋହଲାଇ ଦେଲା। ସଙ୍ଗେ ସଙ୍ଗେ ସମସ୍ତ ଦ୍ୱାର ଖୋଲିଗଲା ଓ ସବୁ ବନ୍ଦୀମାନଙ୍କର ଜଞ୍ଜିର ଖସି ପଡ଼ିଲା।