ପ୍ରେରିତ 17:24
ପ୍ରେରିତ 17:24 ODCLBSI
ଈଶ୍ୱର ଜଗତ ଓ ସେଥିରେ ଥିବା ପ୍ରତ୍ୟେକ ବିଷୟ ସୃଷ୍ଟି କଲେ। ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ। ମନୁଷ୍ୟ ହସ୍ତନିର୍ମିତ ମନ୍ଦିରମାନଙ୍କରେ ସେ ବାସ କରନ୍ତି ନାହିଁ।