ପ୍ରେରିତ 2:17

ପ୍ରେରିତ 2:17 ODCLBSI

“ଈଶ୍ୱର କହନ୍ତି: ‘ଶେଷ ଦିନମାନଙ୍କରେ ଏହା ସବୁ ଘଟିବ: ମୁଁ ସମସ୍ତଙ୍କ ଉପରେ ମୋର ଆତ୍ମା ବୃଷ୍ଟି କରିବି। ତୁମ ପୁତ୍ର ଓ କନ୍ୟାମାନେ ଭାବବାଣୀ କହିବେ। ତୁମର ଯୁବକମାନେ ଦିବ୍ୟ ଦର୍ଶନ ପାଇବେ, ଓ ତୁମର ବୃଦ୍ଧମାନେ ସ୍ୱପ୍ନ ଦେଖିବେ।

អាន ପ୍ରେରିତ 2