ପ୍ରେରିତ 2:44-45

ପ୍ରେରିତ 2:44-45 ODCLBSI

ବିଶ୍ୱାସୀମାନେ ପରସ୍ପର ସହିତ ଘନିଷ୍ଠ ବନ୍ଧୁତାରେ ଆବଦ୍ଧ ହେଲେ ଓ ମିଳିତ ଭାବରେ ସେମାନଙ୍କର ସମସ୍ତ ସମ୍ପତ୍ତି ଭୋଗ କଲେ। ସେମାନେ ନିଜ ନିଜର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିକୁ ବିକ୍ରୟ କରି, ଲବ୍ଧ ଧନ ପ୍ରତ୍ୟେକଙ୍କର ଆବଶ୍ୟକ ଅନୁସାରେ ପରସ୍ପର ମଧ୍ୟରେ ବିତରଣ କଲେ।

អាន ପ୍ରେରିତ 2