ପ୍ରେରିତ 2:46-47

ପ୍ରେରିତ 2:46-47 ODCLBSI

ସେମାନେ ପ୍ରତିଦିନ ଉପାସନା ମନ୍ଦିରରେ ଗୋଟିଏ ଦଳ ରୂପେ ଏକତ୍ରିତ ହେଉଥିଲେ ଏବଂ ଆନନ୍ଦ ମନରେ ଓ ନମ୍ରଚିତ୍ତରେ ଈଶ୍ୱରଙ୍କ ପ୍ରଶଂସା କରି ଜଣେ ଅନ୍ୟ ଜଣର ଗୃହରେ ପାନ ଭୋଜନ କରୁଥିଲେ। ସେମାନେ ସମସ୍ତଙ୍କର ବିଶ୍ୱାସଭାଜନ ହେଲେ ଏବଂ ଦିନକୁ ଦିନ ପରିତ୍ରାଣପ୍ରାପ୍ତ ଲୋକମାନଙ୍କୁ ପ୍ରଭୁ ସେମାନଙ୍କ ଦଳରେ ଯୋଗ ଦେଲେ।

អាន ପ୍ରେରିତ 2