ପ୍ରେରିତ 24:25
ପ୍ରେରିତ 24:25 ODCLBSI
କିନ୍ତୁ ଯେତେବେଳେ ପାଉଲ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ଦିନ କଥା ଆଲୋଚନା କଲେ, ଫେଲିକ୍ସ୍ ଭୟଭୀତ ହୋଇ କହିଲେ, “ତୁମେ ବର୍ତ୍ତମାନ ଯାଇପାର। ସୁଯୋଗ ପାଇଲେ, ଆଉ ଥରେ ତୁମକୁ ଡକାଇବି।”