ପ୍ରେରିତ 26:16

ପ୍ରେରିତ 26:16 ODCLBSI

କିନ୍ତୁ ଉଠି ଠିଆ ହୁଅ। ତୁମକୁ ମୋର ସେବକ ରୂପେ ନିଯୁକ୍ତ କରିବା ପାଇଁ ମୁଁ ତୁମକୁ ଦର୍ଶନ ଦେଇଅଛି। ଆଜି ତୁମେ ମୋ’ ବିଷୟରେ ଯାହା ଦେଖିଛ ଓ ଭବିଷ୍ୟତ୍ରେ ମୁଁ ତୁମକୁ ଯାହା ଦେଖାଇବି, ସେ ବିଷୟରେ ତୁମେ ଅନ୍ୟମାନଙ୍କୁ କହିବ।

អាន ପ୍ରେରିତ 26