ପ୍ରେରିତ 27:22
ପ୍ରେରିତ 27:22 ODCLBSI
କିନ୍ତୁ ବର୍ତ୍ତମାନ ମୁଁ ଆପଣମାନଙ୍କୁ ଅନୁରୋଧ କରୁଛି, ଆପଣମାନେ ସାହସ ଧରନ୍ତୁ। ଆପଣମାନଙ୍କ ମଧ୍ୟରୁ ଜଣକର ସୁଦ୍ଧା ପ୍ରାଣହାନୀ ହେବ ନାହିଁ, କେବଳ ଜାହାଜଟି ନଷ୍ଟ ହୋଇଯିବ।