ପ୍ରେରିତ 5:38-39

ପ୍ରେରିତ 5:38-39 ODCLBSI

ତେଣୁ ଏ କ୍ଷେତ୍ରରେ ଏହି ଲୋକମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ନ କରିବାକୁ ମୁଁ ପରାମର୍ଶ ଦେଉଛି। ସେମାନଙ୍କ ବିଷୟରେ ମନ ଦିଅନ୍ତୁ ନାହିଁ। ସେମାନଙ୍କର ଯୋଜନା ଓ କାର୍ଯ୍ୟର ଉତ୍ପତ୍ତି ଯଦି ମନୁଷ୍ୟଠାରୁ ହୋଇଥାଏ, ତେବେ ତା’ର ବିଲୋପ ହେବ। କିନ୍ତୁ ଯଦି ତାହା ଈଶ୍ୱରଙ୍କଠାରୁ ହୋଇଥାଏ, ତେବେ ସେମାନଙ୍କୁ ଦମନ କରିବା ଆପଣମାନଙ୍କ ସାଧ୍ୟ ନୁହେଁ। ହୁଏତ ଦେଖାଯିବ ଯେ ଆପଣମାନେ ଈଶ୍ୱରଙ୍କ ବିରୁଦ୍ଧରେ ଯୁଦ୍ଧ କରିଛନ୍ତି।” ମହାସଭା ଗମଲିଏଲଙ୍କର ପରାମର୍ଶ ଗ୍ରହଣ କଲେ।

អាន ପ୍ରେରିତ 5