ପ୍ରେରିତ 6:3-4
ପ୍ରେରିତ 6:3-4 ODCLBSI
ତେଣୁ ହେ ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ପବିତ୍ରଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ହୋଇଥିବା ସାତଜଣଙ୍କୁ ମନୋନୀତ କର। ଆମେ ସେମାନଙ୍କୁ ଏ ସମସ୍ତ ବିଷୟରେ ଦାୟିତ୍ୱ ଦେବା। ତାହାହେଲେ ପ୍ରାର୍ଥନା ଓ ପ୍ରଚାର କାର୍ଯ୍ୟରେ ଆମେ ସଂପୂର୍ଣ୍ଣ ସମୟ ଦେଇପାରିବା।