ପ୍ରେରିତ 9:4-5
ପ୍ରେରିତ 9:4-5 ODCLBSI
ସେ ତଳେ ପଡ଼ିଗଲେ ଏବଂ ବାଣୀ ଶୁଣିଲେ, “ଶାଉଲ! ଶାଉଲ! ତୁମେ କାହିଁକି ମୋତେ ନିର୍ଯ୍ୟାତନା କରୁଛ?” ସେ କହିଲେ, “ପ୍ରଭୁ, ଆପଣ କିଏ?” ପୁନର୍ବାର ସେହି ବାଣୀ ଶୁଣାଗଲା, “ତୁମ୍ଭେ ଯାହାକୁ ନିର୍ଯ୍ୟାତିତ କରୁଛ, ମୁଁ ସେହି ଯୀଶୁ।