ଏଫିସୀୟ 1:4-5
ଏଫିସୀୟ 1:4-5 ODCLBSI
ପୃଥିବୀର ସୃଷ୍ଟି ପୂର୍ବରୁ ଈଶ୍ୱର ଆମ୍ଭମାନଙ୍କୁ ମନୋନୀତ କରିଛନ୍ତି। ପୁଣି ତାଙ୍କ ସମ୍ମୁଖରେ ଆମେ ପବିତ୍ର ଓ ନିର୍ଦ୍ଦୋଷ ହେବା ପାଇଁ ଏବେ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଛୁ। ତାଙ୍କ ପ୍ରେମ ହେତୁ, ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମକୁ ତାଙ୍କର ସନ୍ତାନ ରୂପେ ଗ୍ରହଣ କରିବାକୁ ନିରୂପଣ କରିଥିଲେ; ଏହା ହିଁ ଥିଲା ତାଙ୍କର ଆନନ୍ଦ ଓ ଅଭିପ୍ରାୟ।



