ଏଫିସୀୟ 2:19-20

ଏଫିସୀୟ 2:19-20 ODCLBSI

ତେଣୁ ହେ ଅଣଇହୁଦୀମାନେ, ତୁମେ ଆଉ ବିଦେଶୀ କିମ୍ବା ପ୍ରବାସୀ ନୁହଁ, ବର୍ତ୍ତମାନ ଈଶ୍ୱରଙ୍କ ଲୋକମାନଙ୍କ ସହିତ ତୁମ୍ଭେମାନେ ମଧ୍ୟ ତାଙ୍କ ରାଜ୍ୟର ନାଗରିକ ଓ ତାଙ୍କ ପରିବାରଭୁକ୍ତ। ତୁମ୍ଭେମାନେ ମଧ୍ୟ ପ୍ରେରିତ ଶିଷ୍ୟ ଓ ଭାବବାଦୀମାନଙ୍କ ଦ୍ୱାରା ସ୍ଥାପିତ ଭିତ୍ତିମୂଳ ଉପରେ ନିର୍ମିତ ଗୃହ ସଦୃଶ। ସେହି ଗୃହର କୋଣ ପ୍ରସ୍ତର ସ୍ୱୟଂ ଯୀଶୁ ଖ୍ରୀଷ୍ଟ।

អាន ଏଫିସୀୟ 2