ଏଫିସୀୟ 3:20-21
ଏଫିସୀୟ 3:20-21 ODCLBSI
ଯେଉଁ ଈଶ୍ୱର ଆମ୍ଭମାନଙ୍କ ମଧ୍ୟରେ ତାଙ୍କର ସକ୍ରିୟ ଶକ୍ତି ଦ୍ୱାରା ଆମର ମାଗିବାଠାରୁ ଅଧିକ ଏପରି କି ଆମର କଳ୍ପନାତୀତ ବିଷୟ ଦେବା ପାଇଁ ସମର୍ଥ, ମଣ୍ଡଳୀ ଦ୍ୱାରା ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଯୁଗେ ଯୁଗେ ଅନନ୍ତ କାଳ ଯାଏ ସେହି ଈଶ୍ୱରଙ୍କର ଗୌରବ ହେଉ। ଆମେନ୍।















