ଏଫିସୀୟ 5:1-2

ଏଫିସୀୟ 5:1-2 ODCLBSI

ତୁମ୍ଭେମାନେ ଈଶ୍ୱରଙ୍କର ପ୍ରିୟ ସନ୍ତାନ, ଅତଏବ ତାଙ୍କ ଅନୁରୂପ ହେବା ପାଇଁ ଚେଷ୍ଟା କର। ଖ୍ରୀଷ୍ଟ ଯେପରି ଆମ୍ଭମାନଙ୍କୁ ପ୍ରେମ କଲେ ଓ ଈଶ୍ୱରଙ୍କର ସନ୍ତୋଷ ନିମନ୍ତେ ନିଜ ଜୀବନକୁ ଆମ ପାଇଁ ସୁଗନ୍ଧି ନୈବେଦ୍ୟ ଓ ବଳି ରୂପେ ଉତ୍ସର୍ଗ କଲେ, ତୁମ୍ଭମାନଙ୍କ ଜୀବନ ମଧ୍ୟ ସେହିପରି ପ୍ରେମ ଦ୍ୱାରା ପରିଚାଳିତ ହେଉ।

អាន ଏଫିସୀୟ 5