ଏଫିସୀୟ 5:15-16
ଏଫିସୀୟ 5:15-16 ODCLBSI
ତେଣୁ ତୁମେ କିପରି ଆଚରଣ କରିବ, ସେ ବିଷୟରେ ସାବଧାନ ହୁଅ। ଅଜ୍ଞ ଭଳି ନ ହୋଇ ଜ୍ଞାନୀ ଭଳି ଆଚରଣ କର। ପ୍ରତ୍ୟେକ ସୁଯୋଗର ସଦ୍ବ୍ୟବହାର କର, କାରଣ ଦୁର୍ଦ୍ଦିନ ଉପସ୍ଥିତ।