ଗାଲାତୀୟ 1:3-4

ଗାଲାତୀୟ 1:3-4 ODCLBSI

ଆମ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ। ବର୍ତ୍ତମାନର ଏହି ଭ୍ରଷ୍ଟ ଜଗତରୁ ଆମକୁ ଉଦ୍ଧାର କରିବା ପାଇଁ, ଆମ ପିତା ଈଶ୍ୱରଙ୍କର ଇଚ୍ଛା ପାଳନ କରି, ଖ୍ରୀଷ୍ଟ ଆମ ପାପ ନିମନ୍ତେ ନିଜକୁ ସମର୍ପଣ କଲେ।

អាន ଗାଲାତୀୟ 1