ଗାଲାତୀୟ 3:14

ଗାଲାତୀୟ 3:14 ODCLBSI

ଈଶ୍ୱର ଅବ୍ରାହାମଙ୍କୁ ଯେଉଁ ଆଶୀର୍ବାଦ ପ୍ରଦାନ କରିବାକୁ ପ୍ରତିଜ୍ଞା କରିଥିଲେ, ଅଣଇହୁଦୀମାନେ ମଧ୍ୟ ଯେପରି ତାହା ଲାଭ କରି ପାରିବେ, ଏଥିପାଇଁ ଖ୍ରୀଷ୍ଟ ଏହି କାର୍ଯ୍ୟ ସାଧନ କରିଛନ୍ତି। ତେଣୁ ବିଶ୍ୱାସ ଦ୍ୱାରା ଆମେ ମଧ୍ୟ ଈଶ୍ୱରଙ୍କ ପ୍ରତିଶ୍ରୁତି ଅନୁସାରେ ପବିତ୍ର ଆତ୍ମା ଲାଭ କରିପାରିବୁ।

អាន ଗାଲାତୀୟ 3