ଗାଲାତୀୟ 4:6-7

ଗାଲାତୀୟ 4:6-7 ODCLBSI

ତୁମ୍ଭେମାନେ ଯେ ଈଶ୍ୱରଙ୍କ ପୁତ୍ର, ଏହା ପ୍ରମାଣ କରିବା ପାଇଁ, ଈଶ୍ୱର ତାଙ୍କ ପୁତ୍ରଙ୍କର ପବିତ୍ରଆତ୍ମାଙ୍କୁ ଆମ ଅନ୍ତରକୁ ପ୍ରେରଣ କରିଛନ୍ତି। ସେହି ପବିତ୍ର ଆତ୍ମା ଉଚ୍ଚ ସ୍ୱରରେ କହୁଅଛନ୍ତି, “ପିତା! ହେ ମୋର ପିତା!” ତେଣୁ ତୁମ୍ଭେମାନେ ଆଉ କ୍ରୀତଦାସ ନୁହଁ, ପୁତ୍ର ଅଟ। ତୁମ୍ଭେମାନେ ତାଙ୍କର ପୁତ୍ର ହୋଇଥିବାରୁ, ଈଶ୍ୱର ତାଙ୍କ ପୁତ୍ରମାନଙ୍କ ପାଇଁ ଯାହା କିଛି ରଖିଅଛନ୍ତି, ସେସବୁ ତୁମ୍ଭମାନଙ୍କୁ ଦାନ କରିବେ।

អាន ଗାଲାତୀୟ 4

គម្រោង​អាន​និង​អត្ថបទស្មឹងស្មាធិ៍ជាមួយ​ព្រះ ​​ដោយ​ឥត​គិត​ថ្លៃ​ ដែល​ទាក់​ទង​ទៅ​នឹង ଗାଲାତୀୟ 4:6-7