ଗାଲାତୀୟ 6:1

ଗାଲାତୀୟ 6:1 ODCLBSI

ହେ ଭାଇମାନେ! ଯଦି କେହି କୌଣସି ପ୍ରକାର ଅସତ୍ କାର୍ଯ୍ୟରେ ଧରା ପଡ଼େ, ତୁମ ମଧ୍ୟରୁ ଯେଉଁମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପରିଚାଳିତ, ସେମାନେ ତାହାକୁ ସଂଶୋଧନ କରିବା ଉଚିତ, କିନ୍ତୁ ତୁମ୍ଭେମାନେ ଏହି କାର୍ଯ୍ୟ ମୃଦୁ, ନମ୍ର ଭାବରେ କରିବା ଆବଶ୍ୟକ। ପୁଣି ସାବଧାନ, ନିଜେ ଯେପରି ସେହିଭଳି କାର୍ଯ୍ୟ କରିବାକୁ ପ୍ରଲୋଭିତ ନ ହୁଅ।

អាន ଗାଲାତୀୟ 6