ଗାଲାତୀୟ 6:3-5

ଗାଲାତୀୟ 6:3-5 ODCLBSI

ନଗଣ୍ୟ ହୋଇ ଯେ ନିଜକୁ ବିଶିଷ୍ଟ ବୋଲି ଭାବେ, ସେ ନିଜକୁ କେବଳ ପ୍ରତାରଣା କରେ। ପ୍ରତ୍ୟେକେ ନିଜ ନିଜର ଆଚରଣକୁ ବିଚାର କରି ଦେଖିବା ଉଚିତ। ଯଦି ତାହା ଉକ୍ରୃଷ୍ଟ ହୋଇଥାଏ, ସେଥିପାଇଁ ସେ ନିଜକୁ କୃତାର୍ଥ ମନେକରୁ ଏବଂ ଅନ୍ୟର କାର୍ଯ୍ୟକଳାପ ସହିତ ନିଜର କୃତିତ୍ୱକୁ ତୁଳନା କରି ସେ ଗର୍ବ ନ କରୁ। କାରଣ ପ୍ରତ୍ୟେକଙ୍କୁ ନିଜ ନିଜର ଭାର ବହନ କରିବାକୁ ପଡ଼ିବ।

អាន ଗାଲାତୀୟ 6