ଲୂକ 3:21-22

ଲୂକ 3:21-22 ODCLBSI

ଅନ୍ୟ ସମସ୍ତେ ଜଳରେ ଦୀକ୍ଷିତ ହେବା ପରେ ଯୀଶୁ ମଧ୍ୟ ଜଳଦୀକ୍ଷା ଗ୍ରହଣ କଲେ। ସେହି ସମୟରେ ସେ ପ୍ରାର୍ଥନା କରୁଥିବା ବେଳେ ଆକାଶ ଉନ୍ମୁକ୍ତ ହେଲା ଏବଂ ପବିତ୍ର ଆତ୍ମା ଏକ କପୋତ ରୂପରେ ତାଙ୍କ ଉପରେ ଅବତରଣ କଲେ। ସ୍ୱର୍ଗରୁ ଏହି ବାଣୀ ଉଚ୍ଚାରିତ ହେଲା, “ତୁମେ ମୋର ପ୍ରିୟ ପୁତ୍ର, ତୁମ ପ୍ରତି ମୁଁ ଅତୀବ ପ୍ରୀତ।”

អាន ଲୂକ 3