ମାଥିଉଲିଖିତ ସୁସମାଚାର 5:15-16

ମାଥିଉଲିଖିତ ସୁସମାଚାର 5:15-16 ODCLBSI

ଦୀପଟିଏ ଜାଳି କେହି ପାତ୍ର ତଳେ ଢ଼ାଙ୍କି ରଖେ ନାହିଁ। - ତାକୁ ଦୀପରୁଖା ଉପରେ ରଖେ ଏବଂ ତାହା ଘରେ ଥିବା ସମସ୍ତଙ୍କୁ ଆଲୋକ ଦିଏ। ସେହିପରି ତୁମ ଆଲୋକ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଉ। ତାହାହେଲେ ତୁମର ସତ୍କର୍ମ ସବୁ ଦେଖି ସେମାନେ ତୁମର ସ୍ୱର୍ଗସ୍ଥ ପିତା ଈଶ୍ୱରଙ୍କର ପ୍ରଶଂସା କରିବେ।

វីដេអូសម្រាប់ ମାଥିଉଲିଖିତ ସୁସମାଚାର 5:15-16

គម្រោង​អាន​និង​អត្ថបទស្មឹងស្មាធិ៍ជាមួយ​ព្រះ ​​ដោយ​ឥត​គិត​ថ្លៃ​ ដែល​ទាក់​ទង​ទៅ​នឹង ମାଥିଉଲିଖିତ ସୁସମାଚାର 5:15-16