ରୋମୀୟ 1:17

ରୋମୀୟ 1:17 ODCLBSI

ମନୁଷ୍ୟ ଈଶ୍ୱରଙ୍କ ନିକଟରେ କିପରି ଧାର୍ମିକ ବିବେଚିତ ହୋଇପାରିବ, ଏହାର ଉପାୟ ସେଥିରେ ପ୍ରକାଶ କରାଯାଇଛି। ଆରମ୍ଭରୁ ଶେଷଯାଏ ପରିତ୍ରାଣ ପାଇବାର ଏକମାତ୍ର ଉପାୟ ହେଉଛି, ବିଶ୍ୱାସ। ଶାସ୍ତ୍ରବାକ୍ୟାନୁଯାୟୀ: “ଯେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ନିକଟରେ ଧାର୍ମିକ ବିବେଚିତ ହୁଏ, ସେ ବଞ୍ଚିବ।”

អាន ରୋମୀୟ 1

វីដេអូសម្រាប់ ରୋମୀୟ 1:17