ରୋମୀୟ 14:11-12

ରୋମୀୟ 14:11-12 ODCLBSI

କାରଣ ଯେପରିକି ଶାସ୍ତ୍ରରେ ଲେଖାଅଛି: “ପ୍ରଭୁ କହୁଛନ୍ତି, ଯେହେତୁ ଆମ୍ଭେ ଜୀବିତ ଈଶ୍ୱର, ସମସ୍ତେ ଆମ୍ଭ ସମ୍ମୁଖରେ ଆଣ୍ଠୁ ପାତିବେ। ଆମ୍ଭେ ଈଶ୍ୱର ବୋଲି ସମସ୍ତେ ସ୍ୱୀକାର କରିବେ।” ଆମ ପ୍ରତ୍ୟେକଙ୍କୁ ଈଶ୍ୱରଙ୍କ ନିକଟରେ ନିଜ ନିଜର ହିସାବ ଦେବାକୁ ପଡ଼ିବ।

អាន ରୋମୀୟ 14

វីដេអូសម្រាប់ ରୋମୀୟ 14:11-12