ରୋମୀୟ 16:25-27

ରୋମୀୟ 16:25-27 ODCLBSI

ଆସ, ଈଶ୍ୱରଙ୍କୁ ଗୌରବାନ୍ୱିତ କରିବା। ମୁଁ ପ୍ରଚାର କରୁଥିବା ଯୀଶୁ ଖ୍ରୀଷ୍ଟଙ୍କ ସମ୍ପର୍କରେ ଶୁଭ ବାର୍ତ୍ତା ଓ ଯୁଗ ଯୁଗ ଧରି ଗୁପ୍ତ ରହିଥିବା ନିଗୂଢ଼ ସତ୍ୟ ଅନୁଯାୟୀ ତୁମ୍ଭମାନଙ୍କ ବିଶ୍ୱାସକୁ ଅଟଳ ରଖିବା ପାଇଁ ଈଶ୍ୱର ସମର୍ଥ। ସେହି ନିଗୂଢ଼ ସତ୍ୟସବୁ ଭାବବାଦୀମାନଙ୍କର ଶାସ୍ତ୍ରରେ ପ୍ରକଟିତ ହୋଇଛି ଏବଂ ତାହା ଏବେ ଅନାଦି ଅନନ୍ତ ପ୍ରଭୁ ଈଶ୍ୱରଙ୍କ ଦ୍ୱାରା ସମସ୍ତ ଜାତି ମଧ୍ୟରେ ପ୍ରଚାରିତ ହେଉଛି। ଏହା ଦ୍ୱାରା ସମସ୍ତେ ବିଶ୍ୱାସ କରି ଈଶ୍ୱରଙ୍କ ଆଜ୍ଞାବହ ହୋଇ ପାରିବେ। ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସର୍ବଜ୍ଞାତା ଏକମାତ୍ର ଈଶ୍ୱର ଯୁଗେ ଯୁଗେ ଗୌରବାନ୍ୱିତ ହୁଅନ୍ତୁ। ଆମେନ୍।

អាន ରୋମୀୟ 16

វីដេអូសម្រាប់ ରୋମୀୟ 16:25-27