ରୋମୀୟ 3:23-24
ରୋମୀୟ 3:23-24 ODCLBSI
ସମସ୍ତେ ପାପ କରିଛନ୍ତି ଓ ଈଶ୍ୱରଙ୍କ ମହିମାର ପୂର୍ଣ୍ଣତାରୁ ବଞ୍ôଚିତ ହୋଇଛନ୍ତି। କିନ୍ତୁ ଈଶ୍ୱର ଖ୍ରୀଷ୍ଟଯୀଶୁଙ୍କ ଦ୍ୱାରା ବିନା ମୂଲ୍ୟରେ ଯେଉଁ ଅନୁଗହ ଦାନ ଦେଇଛନ୍ତି, ତାହା ଯେଉଁମାନେ ଗ୍ରହଣ କରନ୍ତି, ସେମାନଙ୍କୁ ପ୍ରଭୁ ଯୀଶୁ ପରିତ୍ରାଣ ଦିଅନ୍ତି ଓ ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି।