ରୋମୀୟ 4:16

ରୋମୀୟ 4:16 ODCLBSI

ତେଣୁ ଈଶ୍ୱରଙ୍କ ପ୍ରତିଜ୍ଞା ବିଶ୍ୱାସ ଉପରେ ପ୍ରତିଷ୍ଠିତ। ଯେଉଁମାନେ ବ୍ୟବସ୍ଥା ପାଳନ କରନ୍ତି, କେବଳ ସେମାନଙ୍କ ପାଇଁ ଈଶ୍ୱରଙ୍କ ପ୍ରତିଜ୍ଞା ଉଦ୍ଦିଷ୍ଟ ନୁହେଁ। ଅବ୍ରାହମଙ୍କ ପରି ବିଶ୍ୱାସ କରୁଥିବା ସମସ୍ତଙ୍କ ପାଇଁ ତା’ ଉଦ୍ଦିଷ୍ଟ, କାରଣ ଅବ୍ରାହମ ସେମାନଙ୍କର ଆଧ୍ୟାତ୍ମିକ ପିତା।

អាន ରୋମୀୟ 4

វីដេអូសម្រាប់ ରୋମୀୟ 4:16