ରୋମୀୟ 8:16-17

ରୋମୀୟ 8:16-17 ODCLBSI

ଈଶ୍ୱରଙ୍କ ଆତ୍ମା ଆମ ଅନ୍ତରାତ୍ମା ସହିତ ସ୍ୱର ମିଳାଇ ଆମକୁ ଈଶ୍ୱରଙ୍କ ସନ୍ତାନ ବୋଲି ଘୋଷଣା କରୁଛନ୍ତି। ଯେହେତୁ ଆମେ ଈଶ୍ୱରଙ୍କ ସନ୍ତାନ, ତାଙ୍କ ଲୋକମାନଙ୍କ ପାଇଁ ଉଦ୍ଦିଷ୍ଟ ଆଶୀର୍ବାଦରେ ଆମେ ଅଂଶୀ ହେବୁ। ପୁଣି ଖ୍ରୀଷ୍ଟଙ୍କ ପାଇଁ ଈଶ୍ୱର ଯାହା ଗଚ୍ଛିତ ରଖିଛନ୍ତି, ସେଥିରେ ମଧ୍ୟ ଆମ୍ଭମାନଙ୍କର ଭାଗ ଅଛି। ଯଦି ଆମ୍ଭେମାନେ ଯୀଶୁଙ୍କ ଦୁଃଖଭୋଗର ଅଂଶୀ ହୋଇଛୁ, ତେବେ ତାଙ୍କ ଗୌରବରେ ମଧ୍ୟ ଅଂଶୀ ହେବୁ।

អាន ରୋମୀୟ 8

វីដេអូសម្រាប់ ରୋମୀୟ 8:16-17