YouVersion logotips
Meklēt ikonu

ଲୂକ 14:34-35

ଲୂକ 14:34-35 ODCLBSI

“ଲବଣ ଉତ୍ତମ, କିନ୍ତୁ ଯଦି ତା’ର ଲବଣତ୍ୱ ହରାଏ, ତାକୁ ଆଉ କୌଣସି ଉପାୟରେ ଲବଣାକ୍ତ କରି ହେବ ନାହିଁ। ତାହା ଚାଷ ଜମି ବା ଖତ ପାଇଁ ମଧ୍ୟ ଅନୁପଯୁକ୍ତ। ତେଣୁ ତାହାକୁ ଫିଙ୍ଗି ଦିଆଯାଏ। ଶୁଣିବାକୁ କାନ ଥିଲେ, ଶୁଣ।”