ଲୁକ୍ 5
5
ଜିସୁ ପର୍ତୁମ୍ ସିସ୍ମନ୍କେ ଡାକ୍ଲା
(ମାତିଉ ୪:୧୮-୨୨; ମାର୍କ ୧:୧୩-୨୦)
1 #
ମାତିଉ ୧୩:୧,୨; ମାର୍କ ୩:୯,୧୦;୪:୧ ଦିନେକ୍ ଜିସୁ ଗିନେସରତ୍ ଗାଡ୍କଣ୍ଡି ଟିଆଅଇରଇଲା ବେଲେ ଲକ୍ମନ୍ ମାଣ୍ଡାଚୁଣ୍ଡା ଅଇ ପର୍ମେସରର୍ ବାକିଅ ସୁନ୍ତେରଇଲାଇ । 2ସେଡ୍କିବେଲେ ସେ ଗାଡ୍କଣ୍ଡି ଦୁଇଟା ଡଙ୍ଗା ରଇଲାଟା ଦେକ୍ଲା, କେଉଟ୍ମନ୍ ଡଙ୍ଗାଇଅନି ଉତ୍ରି ଜାଲ୍ ଦଇତେରଇଲାଇ । 3ସେ ଡଙ୍ଗାମନର୍ ବିତ୍ରେଅନି ଜନ୍ଟା କେଉଟ୍ ସିମନର୍ଟା ରଇଲା, ଜିସୁ ତେଇ ଚଗିକରି “କଣ୍ଡିତେଇଅନି କଣ୍ଡେକ୍ ଦୁର୍ ପାନିତେଇ ଚାଲାଇନେ ।” ବଲି ସିମନ୍କେ କଇଲା, ଆରି ଡଙ୍ଗାଇ ବସିକରି ସିକିଆ ଦେବାର୍ ଦାର୍ଲା ।
4ଜିସୁ କାତା ସାରାଇକରି ସିମନ୍କେ କଇଲା, “ଡେଙ୍ଗ୍ ପାନିଟାନେ ଜାଇକରି ମାଚ୍ ଦାର୍ବାକେ ତମର୍ ଜାଲ୍ ପାକାଆ ।”
5 #
ଜଅନ୍ ୨୧:୩
ତେଇ ସିମନ୍ କଇଲା, “ଏ ଗୁରୁ ଆମେ ସବୁଲକ୍ ଗୁଲାଇରାତି କସ୍ଟ କରି ଗଟେକ୍ ମିସା ଦାରୁନାଇ, ମାତର୍ ତମର୍ କାତା ଦାରି ମୁଇ ଜାଲ୍ ପାକାଇବି ।” 6#ଜଅନ୍ ୨୧:୬ଆରି ଜାଲ୍ ପାକାଇଲାଇକେ, ଏଦେ ଦେକା ! ଏନ୍ତି ମାଚ୍ ଲାଗ୍ଲାଇଜେ ତାକର୍ ଜାଲ୍ ଚିରିଅଇବାର୍ ଦାର୍ଲା । 7ଡଙ୍ଗାଇ ମାଚ୍ ବର୍ତି କଲାଇଜେ ସେ ଦୁଇଟା ଡଙ୍ଗା ବୁଡ୍ଲା ପାରା ଅଇଗାଲା । 8ଏଟା ଦେକି ସିମନ୍ ପିତର୍ ଜିସୁର୍ ପାଦେ ମାଣ୍ଡିକୁଟା ଦେଇ ଜୁଆର୍ କରି କଇଲା, “ମର୍ଟାନେଅନି ଜାଆ ମାପ୍ରୁ, କାଇକେବଇଲେ ମୁଇ ଗଟେକ୍ ପାପି ମୁନୁସ୍ ।”
9କାଇକେବଇଲେ ତେଇ ସେମନ୍ ଏତେକ୍ ମାଚ୍ ଦାରିରଇଲାଇଜେ, ସେଟା ଦେକି ସିମନର୍ ସଙ୍ଗାରିମନ୍ କାବାଅଇଗାଲାଇ । 10ଆରି ଜେବଦିର୍ ଦୁଇଟା ପ ଜାକୁବ୍ ଆରି ଜଅନ୍ ଜନ୍ଲକ୍ମନ୍ ସିମନର୍ ସଙ୍ଗାରି ରଇଲାଇ, ସେମନ୍ ମିସା ସେନ୍ତାରିସେ କାବା ଅଇଗାଲାଇ । ଆରି ଜିସୁ ସିମନ୍କେ କଇଲା, “ଡରାନାଇ, ଆଜିଅନି ତମେ ମାଚ୍ ନ ଦାରି, ଲକ୍ମନ୍କେ ମର୍ଟାନେ ଆନ୍ସା ।”
11ତେଇ ସେମନ୍ ସବୁ ତାକର୍ ଡଙ୍ଗା କଣ୍ଡି ଆନି ଚାଡିଦେଇକରି ଜିସୁର୍ ପଚେ ପଚେ ଗାଲାଇ ।
ଜିସୁ ଗଟେକ୍ ବଡ୍ ରଗିକେ ନିମାନ୍ କଲା
(ମାତିଉ ୮:୧-୪; ମାର୍କ ୧:୪୦-୪୫)
12ତରେକ୍ ଜିସୁ ଗଟେକ୍ ନଅରେ ରଇଲାବେଲେ ଗଟେକ୍ ଗୁଲାଇ ଗାଗଡେ ବଡ୍ରଗ୍ ଅଇରଇବା ଲକ୍ ତେଇ ରଇଲା । ସେ ଡାଣ୍ଡାସନ୍ ପଡି ମୁ ବୁଏଁ ଚିଆଇ ଜିସୁକେ ବାବୁଜିଆ କରି କଇଲା, “ଏ ମାପ୍ରୁ, ତମେ ଜଦି ମନ୍କଲୁସ୍ନି ବଇଲେ, ମକେ ନିକ କରିପାରୁସ୍ ।”
13ତେଇ ଜିସୁ ଆତ୍ ଲାମାଇ ତାକେ ଚିଇ କରି କଇଲା, “ମୁଇ ମନ୍ କଲିନି, ତୁଇ ସୁକଲ୍ ଅ ।” ଦାପ୍ରେସେ ତାର୍ ବଡ୍ ରଗ୍ ଚାଡିଗାଲା । 14ଆରି ଜିସୁ ତାକେ ଆଦେସ୍ ଦେଇ କଇଲା, “ଏ କାତା କାକେ କ ନାଇ । ମାତର୍ ପୁଜାରିର୍ ଲଗେ ଜା ଆରି ସେ ତକେ ପରିକା କରି ଦେକ । ତୁଇ, ‘ନିକ ଅଇଲିଆଚି’ ବଲି ବିନ୍ ଲକର୍ ଟାନେ ସାକିଦେବାକେ ମସାର୍ ଆଦେସ୍ ଇସାବେ ବିରୁ ଦେସ୍ ।”
15ମାତର୍ ଜିସୁର୍ କବର୍ ଗୁଲାଇ ଚାରିବେଡ୍ତିର୍ଲକ୍ ଜାନ୍ଲାଇ । ତାର୍ କାତା ସୁନ୍ବାପାଇ ଆରି ନିଜର୍ ନିଜର୍ ରଗେଅନି ନିକ ଅଉଁବଲି ଗାଦି ଲକ୍ମନ୍ ଟୁଲ୍ଅଇବାର୍ ଦାର୍ଲାଇ । 16ମାତର୍ ଜିସୁ କିନରା ଜାଗାମନ୍କେ ଜାଇ ପାର୍ତନା କର୍ତେରଇଲା ।
ଜିସୁ ଗଟେକ୍ ଚେରେଙ୍ଗ୍ ରଗିକେ ନିମାନ୍ କଲା
(ମାତିଉ ୯:୧-୮; ମାର୍କ ୨:୧-୧୨)
17ଦିନେକ୍ ଜିସୁ ସିକିଆ ଦେଇତେରଇଲା । ତେଇ ଗାଲିଲିର୍ ସବୁ ଗାଏଁଅନି, ଜିଉଦା ଆରି ଜିରୁସାଲମେଅନି ଆସିରଇବା ପାରୁସିମନ୍ ଆରି ନିଅମ୍ ସିକାଉମନ୍ ତେଇ ବସିରଇଲାଇ । ଆରି ରଗିମନ୍କେ ନିକ କର୍ବାକେ ମାପ୍ରୁର୍ ବପୁ, ଜିସୁକେ ରଇଲା । 18ଆରି ଏଦେ ଦେକା ! ଗଟେକ୍ ଚେରେଙ୍ଗ୍ବାତ୍ ଦାର୍ଲା ମୁନୁସ୍କେ, କେତେଲକ୍ କଟ୍ ମିସ୍ତେ ବଇଆନିକରି, ଗର୍ ବିତ୍ରେ ନେଇ ଜିସୁର୍ ମୁଆଟେ ସଙ୍ଗଉବଲି, ଚେସ୍ଟା କରତେରଇଲାଇ । 19ମାତର୍ ଚିପାଟେଲାର୍ଲାଗି, ତାକେ ବିତ୍ରେ ନେବାକେ ବାଟ୍ ମିଲେନାଇ । ଏଦେ ଦେକା ! ସେମନ୍ ରଗିକେ ଗର୍ ଉପ୍ରେ ଚଗାଇ ଚାଉନି ଉଜାଡି, କଟ୍ ମିସ୍ତେ ଲକ୍ମନର୍ ମଜାଇ ଜିସୁର୍ ମୁଆଟେ ଉତ୍ରାଇଦେଲାଇ । 20ଜିସୁ ସେମନର୍ ବିସ୍ବାସ୍ ଦେକି କଇଲା, “ଏ ବାବୁ, ତମର୍ ସବୁ ପାପ୍ କେମା ଅଇଗାଲାବେ ।”
21ସାସ୍ତର୍ ସିକାଇବା ଲକ୍ମନ୍ ଆରି ପାରୁସି ଲକ୍ମନ୍ ମନେ ମନେ କୁଆବଲା ଅଇ, ଏନ୍ତି କଇବାର୍ ଦାର୍ଲାଇ, “ଏ କେ ଜେ ପର୍ମେସରର୍ ନିନ୍ଦାକଲାନି ? ପର୍ମେସର୍କେ ଚାଡି ଆରି କେ ପାପ୍ କେମା କରିପାର୍ସି ?”
22ତେଇ ସେମନ୍ ମନେ ମନେ କୁଆବଲା ଅଇବାଟା ଜାନିକରି ସେମନ୍କେ ଜିସୁ କଇଲା, “ତମେ କାଇକେ ସବୁଲକ୍ ନିଜର୍ ମନେ ମନେ ଏନ୍ତାରି କୁଆବଲା ଅଇଲାସ୍ନି ? 23କାଇଟା ଉପାସ୍ କାତା ? ତର୍ ସବୁ ପାପ୍ କେମା ଅଇଗାଲା ବଲି କଇବାଟା, କି ଉଟିକରି ଇଣ୍ଡି ଜା ବଲି କଇବାଟା ? 24ମାତର୍ ପୁର୍ତିବିର୍ ସବୁ ପାପ୍ କେମା କର୍ବାକେ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମର୍ ଅଦିକାର୍ଆଚେ ।” ଏଟା ତମେ ଜେନ୍ତି ଜାନିପାରାସ୍ । ଏଟାର୍ପାଇ ଜିସୁ ଚେରେଙ୍ଗ୍ବାତ୍ ଦାର୍ଲା ରଗିକେ କଇଲା, “ମୁଇ ତକେ କଇଲିନି, ଉଟ୍ ନିଜର୍ ବିଚ୍ନା ଦାରି ଗରେ ଜା ।”
25ସେଦାପ୍ରେ ଚେରେଙ୍ଗ୍ ଦାର୍ଲା ଲକ୍ ସବୁଲକର୍ ଦେକ୍ତେ ଉଟିକରି ଜନ୍ କଟେ ସଇରଇଲା, ସେଟା ବଇ ପର୍ମେସରର୍ ମଇମା କରି କରି ତାର୍ ଗରେ ଉଟିଗାଲା । 26ତେଇ ରଇଲା ସବୁଲକ୍ କାବା ଅଇଜାଇକରି ପର୍ମେସରର୍ ମଇମା କର୍ବାର୍ ଦାର୍ଲାଇ ଆରି ମାପ୍ରୁର୍ ଚକିତ୍ କାମ୍ ଦେକି, “ଆଜି ଆମେ କେବେ ନ ଅଇଲାଟା ଦେକ୍ଲୁ !” ବଲି କଇଲାଇ ।
ଜିସୁ ଲେବିକେ ଡାକ୍ଲାଇ
(ମାତିଉ ୯:୯-୧୩; ମାର୍କ ୨:୧୩-୧୭)
27ତାର୍ପଚେ ଜିସୁ ବାରଇଜାଇ ଲେବି ନାଉଁର୍ ଗଟେକ୍ ସିସ୍ତୁମାଙ୍ଗୁ, ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବାଟାନେ ବସିରଇବାଟା ଦେକି, ତାକେ କଇଲା, “ମର୍ସଙ୍ଗ୍ ଆଉ ।” 28ତେଇ ଲେବି ସବୁଜାକ ଚାଡିଦେଇ ଉଟିକରି ଜିସୁର୍ ସଙ୍ଗ୍ ଜିବାର୍ଦାର୍ଲା ।
29ଆରି ଲେବି ଜିସୁର୍ପାଇ ନିଜର୍ ଗରେ, ଗଟେକ୍ ବଡ୍ ବଜିକଲା । ତେଇ ସିସ୍ତୁମାଙ୍ଗୁମନ୍, ଅଦିକ୍ ଲକ୍ ଆରି ବିନ୍ ବିନ୍ ଲକ୍ମନର୍ ସଙ୍ଗ୍ ସେ କାଇବାକେ ବସ୍ଲା । 30#ଲୁକ୍ ୧୫:୧,୨ତେଇ ପାରୁସିମନ୍ ଆରି ତାକର୍ ଦଲର୍ ସାସ୍ତର୍ ସିକାଉମନ୍ ଜିସୁର୍ ମୁଆଟେ ତାର୍ ସିସ୍ମନ୍କେ ଦସ୍ ଦେକାଇ କଇଲାଇ, “ତମେ କାଇକେ ସିସ୍ତୁମାଙ୍ଗୁମନର୍ ସଙ୍ଗ୍ ଆରି ପାପିମନର୍ ସଙ୍ଗ୍ ମିସି କିଆ ପିଆ କଲାସ୍ନି ?”
31ଜିସୁ ସେମନ୍କେ କଇଲା, “ଜାକେ ଦୁକାଦାରି ରଇସି, ସେସେ ଅସ କାଇସି, ଜାକେ ଦୁକା ଦାରେ ନାଇ ତାକେ ଅସ ଲଡାନାଇ । 32ମୁଇ ଦରମ୍ ଲକ୍ବଲି ନିଜ୍କେ ବାବ୍ବା ଲକ୍ମନର୍ ପାଇ ଆସିନାଇ, ମାତର୍ ପାପି ଲକ୍ମନ୍କେ ପାପେଅନି ମନ୍ ବାଦ୍ଲାଇବାକେ ଆଇଲିଆଚି ।”
ଉପାସ୍ ବିସଇନେଇ ସିକିଆ
(ମାତିଉ ୯:୧୪-୧୭; ମାର୍କ ୨:୧୮-୨୨)
33କେତେକ୍ ଲକ୍ ଜିସୁକେ ପାଚାର୍ଲାଇ, “ଡୁବନ୍ ଦେଉ ଜଅନର୍ ସିସ୍ମନ୍ ତର୍କେତର୍ ଉପାସ୍ କରି ପାର୍ତନା କର୍ବାଇ । ପାରୁସିମନର୍ ସିସ୍ମନ୍ ମିସା ସେନ୍ତାରି ସେ କର୍ବାଇ । ମାତର୍ ତମର୍ ସିସ୍ମନ୍ କିଆ ପିଆ କର୍ବାଇ ।”
34ଜିସୁ ସେମନ୍କେ କଇଲା, “ବର୍ବାଟର୍ ଲକ୍ମନର୍ସଙ୍ଗ୍ ବର୍ ରଇଲାବେଲେ, ତମେ କାଇ ସେମନ୍କେ ଉପାସ୍ କରାଇପାରାସ୍ ? ନାଇ, ନାପାରାସ୍ । 35ମାତର୍ ବେଲା ଆଇସି, ଜେଡେବେଲେ ତାକର୍ଟାନେଅନି ବର୍କେ ଡାକିଦାରିଜିବାଇ, ସେଡ୍କିବେଲେ ସେମନ୍ ଉପାସ୍ କଇବାଇ ।”
36ଜିସୁ ସେମନ୍କେ ଆରି ଗଟେକ୍ ଉଦାଅରନ୍ ଦେଇ କଇଲା, “କେ ମିସା ପୁର୍ନା ଲୁଗା ପାଟିରଇଲାଟାନେ ନୁଆଲୁଗା ଚିରି ଚାପ୍ ନ ଦେଅତ୍, ଚାପ୍ ଦେଲେ ନୁଆଟା ମିସା ନସିଜାଇସି, ନୁଆ ଲୁଗାର୍ ଚାପ୍ ପୁର୍ନାଟାନେ ନ ମିସେ । 37ବେସି ଦିନର୍ ପୁର୍ନା ଗାଗ୍ରିଟାନେ କେ ମିସା ଏବେ ଉତ୍ରାଇଲା ମଦ୍ ନ ରକଅତ୍, ତେଇ ଜଦି ସେ ମଦ୍ ରକଇ ଡାବିଦେଲେ, ଗାଗ୍ରି ପୁଟିକରି ପଡାଅଇଜାଇସି । 38ତେବେ ମଦ୍ ଉତ୍ରାଇଲା ଦାପ୍ରେ ଚାମର୍ସଙ୍ଗ୍ ତିଆର୍ ଅଇଲା ନୁଆ ମୁନାଟାନେ ରକଇ ସଙ୍ଗଇବାର୍ ଆଚେ । 39ଆରି କେ ମିସା ପୁର୍ନା ମଦ୍ କାଇକରି ଏବେ ଉତ୍ରାଇଲା ମଦ୍ କାଇବାକେ ମନ୍ ନ କରତ୍, କାଇକେବଇଲେ, ସେ ବାସିଟା ଆକା ନିକ ବଲି କଇସି ।”
Селектирано:
ଲୁକ୍ 5: Saa25
Нагласи
Сподели
Копирај

Дали сакаш да ги зачуваш Нагласувањата на сите твои уреди? Пријави се или најави се
The Desiya Bible © The Word for the World International and Desiya Translation Samithi, Koraput, Odisha. 2025

: