ମାର୍କ 5
5
ଡୁମାଦାର୍ଲା ଲକ୍କେ ଜିସୁ ନିମାନ୍ କଲା
(ମାତିଉ ୮:୨୮-୩୪; ଲୁକ୍ ୮:୨୬-୩୯)
1ଜିସୁ ଆରି ତାର୍ ସିସ୍ମନ୍ ସମ୍ଦୁର୍ ସେପାଟେ ରଇବା ଗରାସିୟମନର୍ ଜାଗାଇ କେଟ୍ଲାଇ । 2ଜିସୁ ଡଙ୍ଗାଇଅନି ଉତର୍ଲା ଦାପ୍ରେ ଗଟେକ୍ ଡୁମା ଦାରିରଇବା ଲକ୍ ମସ୍ନେ ଅନି ବାରଇ ତାକେ ବେଟ୍ଅଇବାକେ ଆଇଲା । 3ସେ ଲକ୍ ମସ୍ନେ ବାସାଅଇରଇଲା, ଆରି କେ ମିସା ତାକେ ସିକିଲି ସଙ୍ଗ୍ ବାନ୍ଦି ନାପାର୍ତେ ରଇଲାଇ । 4ତାକେ କେତେକ୍ ତର୍ ଗଡେ କଡୁ ଆରି ଆତେ ସିକିଲି ସଙ୍ଗ୍ ବାନ୍ଦ୍ଲେ ମିସା, ସେ ସିକିଲି ସବୁ ଚିଡାଇ ଦେଇ, କଡୁ ସବୁ ବାଙ୍ଗାଇ ପାକାଇତେ ରଇଲା । ତାକେ ବାନ୍ଦି ସଙ୍ଗଇବାକେ କାର୍ ମିସା ବପୁ ନ ରଇଲା । 5ସେ ଦିନ୍ ରାତି ସବୁବେଲେ ମସ୍ନେ ଆରି କୁପ୍ଲିତେଇ ରଇ କିର୍କିର୍ତେ ରଇଲା, ଆରି ପାକ୍ନା ସଙ୍ଗ୍ ଗାଗ୍ଡେ ମୁଣ୍ଡେ ମାରିଅଇ କଣ୍ଡିଆ ବଣ୍ଡିଆ ଅଇଜାଇତେରଇଲା ।
6ସେ ଜିସୁକେ ଦୁରିକେ ଅନି ଦେକି ପାଲାଇ ଆସି ତାର୍ ମୁଆଟେ ଅଦର୍ଲା । 7ଆରି ଆଉଲି ଅଇ କିର୍କିରି କରି କଇଲା, “ଏ ସବୁର୍ ଟାନେଅନି ବଡ୍ ପର୍ମେସରର୍ ପ ଜିସୁ, ମର୍ ଟାନେ ତମର୍ କାଇ କାମ୍ ଆଚେ ? ମୁଇ ତମ୍କେ ପର୍ମେସରର୍ ନାଉଁ ଦାରି ଗୁଆରି କରି କଇଲିନି, ମକେ କସ୍ଟ ଦିଆନାଇ ।” 8କାଇକେବଇଲେ ଜିସୁ ତାକେ ଆଗ୍ତୁ କଇତେରଇଲା, “ଏରେ ଡୁମା, ଏ ଲକର୍ଟାନେଅନି ବାରଇ ଜା ।”
9ଆରି, ଜିସୁ ତାକେ ପାଚାର୍ଲା, “ତର୍ ନାଉଁ କାଇ ନାଉଁ ?” ସେ ତାକେ କଇଲା, “ମର୍ ନାଉଁ ବାଇନି ଡୁମା, ଏନ୍ତି ଆମେ ଜବର୍ ଆଚୁ ।”
10ଆରି, ସେ ଲକ୍ ଜେନ୍ତିକି ସେମନ୍କେ ସେ ଜାଗାଇ ଅନି ବାଇରେ ନ ପାଟାଅ ବଲି, ଜିସୁକେ ତର୍କେ ତର୍ ଜୁଆର୍ ବିଆର୍ କଲା ।
11ସେ ଲଗର୍ କୁପ୍ଲି ପାଲିକେ ବେସି ଗୁସ୍ରି ମାନ୍ଦା ଚାର୍ତେରଇଲାଇ । 12ଆରି ଡୁମାମନ୍ ଜିସୁକେ ଜୁଆର୍ ବିଆର୍ କରି କଇଲାଇ, “ସେ ଗୁସ୍ରିମନର୍ ବିତ୍ରେ ପୁର୍ବାକେ ଆମ୍କେ ପାଟାଆ ।” 13ଜିସୁ ସେମନ୍କେ ଆଦେସ୍ ଦେଲାଦାପ୍ରେ, ସେ ଲକର୍ ଲଗେଅନି ଡୁମାମନ୍ ବାରଇକରି ଗୁସ୍ରିମନର୍ ବିତ୍ରେ ପୁର୍ଲାଇ । ସେଡ୍କିବେଲେ, ସେ ଆଡାର୍ ବିଡ୍କିକରି ପାଲାଇଲାଇ ଆରି କୁପ୍ଲି ଅନି ଗସ୍ରିକରି ସମ୍ଦୁରେ ଜାଇ ବୁଡି ମରିଗାଲାଇ । ଆଡାରେ ଗୁସ୍ରି ମାନ୍ଦା ପାକାପାକି ଦୁଇଅଜାର୍ଟା ରଇଲାଇ ।
14ଗୁସ୍ରିମନ୍କେ ଚାରାଇତେରଇବା ଲକ୍ମନ୍ ପାଲାଇ ଜାଇ ଗାଉଁ ଆରି ଗୁଡାମନ୍କେ ସେଟା ଜାନାଇଲାଇ । ଜାନାଇଲାଟା ସୁନି ଲକ୍ମନ୍ “ତେଇ କାଇଟା ଅଇଲାଆଚେ ?” ବଲି ଦେକ୍ବାର୍ ଆଇଲାଇ । 15ଆରି ଲକ୍ମନ୍ ଜିସୁର୍ ଲଗେ ଆସିକରି ସେ ଡୁମା ଦାରି ରଇଲା ଜନ୍ଲକ୍କେ କି ଆଗ୍ତୁ ବାଇନି ଡୁମା ଦାରିରଇଲା, ସେ ଲକ୍ ନିମାନ୍ ଲୁଗା ପିନ୍ଦିକରି ନିକ ଲକର୍ପାରା ବସିରଇବାଟା ଦେକି ଡରିଗାଲାଇ । 16ଆରି ଜନ୍ ଲକ୍ମନ୍ ଦେକିରଇଲାଇ, ସେମନ୍ ସେ ଡୁମା ଦାରିରଇବା ଲକ୍କେ କାଇଟା ଅଇରଇଲା, ସେଟା ଆରି ଗୁସ୍ରିମନ୍କେ ଅଇଲା ବିସଇ ସେମନ୍କେ କଇଦେଲାଇ ।
17ତେଇ ଲକ୍ମନ୍ ଜିସୁକେ ସେମନର୍ ସନ୍ଦିଅନି ଚାଡି ଜିବାକେ ବାବୁଜିଆ କଲାଇ ।
18ପଚେ ଜିସୁ ଡଙ୍ଗାଇ ଚଗ୍ବା ବେଲେ ଜନ୍ଲକ୍କେ ଆଗ୍ତୁ ଡୁମା ଦାରିରଇଲା, ସେ ଲକ୍ ତାର୍ ସଙ୍ଗ୍ ରଇବାକେ ବାବୁଜିଆ କଲା ।
19ମାତର୍ ଜିସୁ ତାକେ ତେବାଇକରି କଇଲା, “ତମର୍ ଗରେ, ତମର୍ ନିଜର୍ ଲକ୍ମନର୍ ଟାନେ ଜା, ଆରି ପର୍ମେସର୍ ତର୍ପାଇ ଜନ୍ ବଡ୍ କାମ୍ କଲା ଆଚେ ଆରି ତକେ ଜନ୍ ଦୟା ଦେକାଇ ଆଚେ, ସେଟା ସବୁ ସେମନ୍କେ ଜାନାଇଦେସ୍ ।”
20ତେଇଅନି ସେ ଲକ୍ ଜାଇକରି, ଜିସୁ ତାର୍ପାଇ ଜନ୍ ବଡ୍ କାମ୍ କରିରଇଲା, ସେ ସବୁ ଦେକାପଲି ନଅରେ, ଗାଉଁମନ୍କେ କଇବୁଲ୍ଲା । ତେଇ ସବୁଲକ୍ କାବା ଅଇଗାଲାଇ ।
ଜିସୁ ଗଟେକ୍ ମଲା ଟକିକେ ଜିବନ୍ ଦେଲା ଆରି ଗଟେକ୍ ରଗି ମାଇଜିକେ ନିମାନ୍ କଲା
(ମାତିଉ ୮:୨୩-୨୭; ଲୁକ୍ ୮:୨୨-୨୫)
21ଜିସୁ ଡଙ୍ଗା ଲଙ୍ଗି ଜାଇ ଆରିତରେକ୍ ବାଉଡି ଆଇଲାଦାପ୍ରେ, ଜବର୍ଲକ୍ ତାର୍ ଲଗେ ରୁଣ୍ଡ୍ଲାଇ, ଆରି ସେ ସମ୍ଦୁର୍ କଣ୍ଡି ରଇଲା । 22ସେଡ୍କିବେଲେ ଜିଉଦିମନର୍ ପାର୍ତନା ଗରର୍ ମୁକିଅ, ଜାଇରସ୍ ନାଉଁର୍ ଗଟେକ୍ ଲକ୍ ଆସି ଜିସୁକେ ଦେକି ତାର୍ ଗଡ୍ତଲେ ଅଦର୍ଲା । 23ଆରି ବେସି ବାବୁଜିଆ କରି କଇଲା, “ମର୍ ଟକି ମର୍ବା ଉପ୍ରେ ଆଚେ, ସେ ଜେନ୍ତି ନିକ ଅଇ ବଁଚ୍ସି, ତେବର୍ ପାଇ ତମେ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଦିଆସ୍ ।”
24ଜିସୁ ତାକର୍ ସଙ୍ଗ୍ ଗାଲା, ଆରି ଗାଦିଲକ୍ ତାର୍ ପଚେ ପଚେ ଜିବାର୍ ଦାର୍ଲାଇ, ଆରି ଲକ୍ମନ୍ ତାକେ ଡାବାଡାବି ଅଇତେ ରଇଲାଇ ।
25ତେଇ ଗଟେକ୍ ବାର ବରସ୍ ଜାକ ଗାଗ୍ଡେଅନି ବନି ଜିବା ମାଇଜିଟକି ରଇଲା । 26ଜେ କି କେତେ କେତେ ଡାକ୍ଟର୍ଟାନେ ଜାଇକରି ମିସା ସାସ୍ତି ବଗି ସବୁ ବିକିଦେଇ ରଇଲା । ମାତର୍ ଅଲପ୍ମିସା ନିକ ନ ଅଇ ଅଦିକ୍ ଅଦିକ୍ ଅଇଜାଇତେରଇଲା । 27ଜେଡେବେଲେ ସେ ଜିସୁର୍ ବିସଇ ସୁନି, ଲକ୍ ଗଅଲି ବିତ୍ରେ ପଚ୍ବାଟେ ଆସି ଜିସୁର୍ ଲୁଗା ଚିଇଲା, କାଇକେବଇଲେ ସେ କଇତେ ରଇଲା, 28“କେନ୍ତି ମିସା ମୁଇ ତାର୍ ଲୁଗାଜାଲି ଅଲପ୍ ଚିଇଲେ ନିମାନ୍ ଅଇବି ।”
29ସେ ଦାପ୍ରେ ତାର୍ ବନି ଜିବାଟା ବନ୍ଦ୍ଅଇଗାଲା, ସେଟା ସେ ନିଜେ ଜାନି ପାର୍ଲା । 30ସେ ଦାପ୍ରେ ଜିସୁ ନିଜର୍ ଟାନେଅନି ସକ୍ତି ବାରଇବାଟା ଜାନିକରି ଲକ୍ମନର୍ ବାଟେ ବୁଲି ଦେକି କଇଲା, “କେ ମର୍ ଲୁଗା ଚିଇଲା ?”
31ତାର୍ ସିସ୍ମନ୍ ତାକେ କଇଲାଇ, “ତମେତା ଦେକ୍ଲାସ୍ନି, ଲକ୍ମନ୍ ତମର୍ ଉପ୍ରେ ଡାବା ଡାବି ଅଇଗାଲାଇନି ଆରି ତମେ କେନ୍ତି କଇଲାସ୍ନି, କେ ମକେ ଚିଇଲା ବଲି ?”
32ମାତର୍ ଜେ ଏଟା କରିରଇଲା, ତାକେ ଦେକ୍ବାକେ ସେ ଚାରିବେଡ୍ତି ଆଁକି ବୁଲାଇବାର୍ ଦାର୍ଲା । 33ସେଡ୍କି ବେଲେ ସେ ମାଇଜିଟକି ତାକେ ଜନ୍ ଜନ୍ଟା ଗଟିଆଚେ, ସେଟା ଜାନି, ଡରିକରି ତର୍ତରି ତର୍ତରି ଆସି ଜିସୁର୍ ଗଡ୍ତଲେ ଅଦ୍ରି ସବୁ ସତ୍କାତା କଇଲା । 34ଜିସୁ ତାକେ କଇଲା, “ନୁନି, ମର୍ଟାନେ ବିସ୍ବାସ୍ କଲାକେ ତୁଇ ନିମାନ୍ ଅଇ ଆଚୁସ୍, ସାନ୍ତିଅଇ ଜା ଆରି ତର୍ ରଗେଅନି ନିମାନ୍ ଅଇ ର ।”
35ସେ ଏ କାତା କଇଲା ବେଲେ ଜିଉଦି ମନର୍ ପାର୍ତନା ଚାଲାଉ ଜାଇରସର୍ ଗରେଅନି ଗଟେକ୍ ଲକ୍ ଆସି କଇଲା, “ତମର୍ ନୁନି ମରିଗାଲାବେ, କାଇକେ ଗୁରୁକେ ଆରି କସ୍ଟ ଦେଲାସ୍ନି ?”
36ମାତର୍ ଜିସୁ ସେମନ୍ କାତା ଅଇଲାଟା ନ ସୁନ୍ଲାପାରାଅଇ ପାର୍ତନା ଚାଲାଉକେ କଇଲା, “ଡରାନାଇ, ଆବ୍କା ବିସ୍ବାସ୍ କରା ।” 37ଆରି ପିତର୍, ଜାକୁବ ଆରି ତାର୍ ବାଇ ଜଅନକେ ଚାଡି ଆରି କାକେ ନିଜର୍ ସଙ୍ଗ୍ ଜିବାକେ ଦେଏ ନାଇ । 38ସେମନ୍ ପାର୍ତନା ଚାଲାଉର୍ ଗରେ ଆଇଲା ଦାପ୍ରେ, ଜିସୁ, ଆଉଲି ଅଇବାଟା ଆରି ବେସି ମାର୍ଚପ୍ ଅଇ କାନ୍ଦ୍ବାଟା ଦେକ୍ଲା । 39ମାତର୍ ବିତ୍ରେ ଜାଇ ଲକ୍ମନ୍କେ କଇଲା, “କାଇକେ ଆଉଲି ଅଇ କାନ୍ଦ୍ଲାସ୍ନି ? ଏ ନୁନି ମରେ ନାଇ, ଅବ୍କା ସଇଦେଇଆଚେ ।” ସେଡ୍କି ବେଲେ ସେମନ୍ ଜିସୁକେ ଲାଜ୍ କରାଇ କଇବାର୍ ଦାର୍ଲାଇ ।
40ମାତର୍ ସେ ସବୁକେ ବାର୍କରି ଟକିର୍ ଆୟାବାବାକେ ଆରି ନିଜର୍ ସିସ୍ମନର୍ ସଙ୍ଗ୍, ତାକେ ଜନ୍ ଲଗେ ଡୁଲାଇ ରଇଲାଇ, ସେ ଜାଗାଇ ଗାଲା । 41ଆରି ଟକିର୍ ଆତେଦାରି ତାକେ କଇଲା, “ଟଲିତାକୁମ୍ !” ବଇଲେ “ଏ ନୁନି ମୁଇଁ ତକେ କଇଲିନି ଉଟ୍ !”
42ଏତ୍କି କଇଲା ଦାପ୍ରେ ଟକି ଉଟି ବୁଲ୍ବାର୍ ଦାର୍ଲା, ତାକେ ବାର ବରସ୍ ଅଇରଇଲା । ସେଡ୍କିବେଲେ ସବୁଲକ୍ମନ୍ ଦେକି ଅଦିକ୍ କାବାଅଇଗାଲାଇ । 43ଜେନ୍ତି ଆରି, କେ ମିସା ଟକିକେ ଗଟ୍ଲା ବିସଇ ନାଜାନତ୍, ତେବର୍ ପାଇ ସେ ଟକିର୍ ଆୟାବାବାକେ ଅଦିକ୍ ଡାଟ୍ ସଙ୍ଗ୍ ଆଦେସ୍ ଦେଲା, ଆରି “ଟକିକେ କାଇଟା ଆଲେ କାଇବାକେ ଦିଆସ୍ ।” ବଲି କଇଲା ।
Селектирано:
ମାର୍କ 5: Saa25
Нагласи
Сподели
Копирај

Дали сакаш да ги зачуваш Нагласувањата на сите твои уреди? Пријави се или најави се
The Desiya Bible © The Word for the World International and Desiya Translation Samithi, Koraput, Odisha. 2025

: