ଲୁକ୍ 5:12-13
ଲୁକ୍ 5:12-13 SAA25
ତରେକ୍ ଜିସୁ ଗଟେକ୍ ନଅରେ ରଇଲାବେଲେ ଗଟେକ୍ ଗୁଲାଇ ଗାଗଡେ ବଡ୍ରଗ୍ ଅଇରଇବା ଲକ୍ ତେଇ ରଇଲା । ସେ ଡାଣ୍ଡାସନ୍ ପଡି ମୁ ବୁଏଁ ଚିଆଇ ଜିସୁକେ ବାବୁଜିଆ କରି କଇଲା, “ଏ ମାପ୍ରୁ, ତମେ ଜଦି ମନ୍କଲୁସ୍ନି ବଇଲେ, ମକେ ନିକ କରିପାରୁସ୍ ।” ତେଇ ଜିସୁ ଆତ୍ ଲାମାଇ ତାକେ ଚିଇ କରି କଇଲା, “ମୁଇ ମନ୍ କଲିନି, ତୁଇ ସୁକଲ୍ ଅ ।” ଦାପ୍ରେସେ ତାର୍ ବଡ୍ ରଗ୍ ଚାଡିଗାଲା ।