ଯୀଶୁ ସେମାନଙ୍କୁ କହିଲେ, “ଏହି ଶାସ୍ତ୍ର କଥା କଅଣ ତୁମ୍ଭେମାନେ ପଢ଼ି ନାହଁ?
‘ଯେଉଁ ପଥରଟିକୁ ଗୃହ ନିର୍ମାଣକାରୀମାନେ ଅଦରକାରୀ
ବୋଲି ଛାଡ଼ି ଦେଇଥିଲେ,
ତାହା ହିଁ ଶ୍ରେଷ୍ଠ ‘କୋଣ-ପଥର’ ସ୍ୱରୂପେ ବ୍ୟବହୃତ ହେଲା।
ପ୍ରଭୁ ନିଜେ ଏହା କହିଛନ୍ତି।
ପ୍ରଭୁଙ୍କ କାର୍ଯ୍ୟ ସବୁ କେଡ଼େ ଚମକ୍ରାର’।”
ମାଥିଉଲିଖିତ ସୁସମାଚାର 21:42