Logo YouVersion
AlkitabPelanVideo
Dapatkan apl
Pemilih Bahasa
Ikon Carian

Ayat Alkitab yang Popular daripada ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 12

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 12:2-3

ଓଡିଆ ବାଇବେଲ

ORYIRV

ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ। ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”

Bandingkan

Selidiki ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 12:2-3

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 12:1

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।

Bandingkan

Selidiki ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 12:1

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 12:4

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚୋସ୍ତରି ବର୍ଷ ହୋଇଥିଲା।

Bandingkan

Selidiki ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 12:4

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 12:7

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।

Bandingkan

Selidiki ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 12:7

Bab Sebelumnya
Bab Seterusnya
YouVersion

Mendorong dan mencabar anda untuk mencari hubungan rapat dengan Allah setiap hari.

Pelayanan

Perihal

Kerjaya

Jadi Sukarelawan

Blog

Akhbar

Pautan Berguna

Bantuan

Menderma

Versi Alkitab

Alkitab Audio

Bahasa Alkitab

Ayat Hari Ini


Pelayanan Digital

Life.Church
English (US)

©2025 Life.Church / YouVersion

Polisi PrivasiTerma
Program Pendedahan Kerentanan
FacebookTwitterInstagramYouTubePinterest

Halaman Utama

Alkitab

Pelan

Video