1
ଲୁକ୍ 1:37
Desiya Bible, 2025
Saa25
କାଇକେବଇଲେ ପର୍ମେସରର୍ଟାନେ କାଇଟା ମିସା ନ ଅଇବା କାମ୍ ନାଇ, ବଲି କଇଲା ।
ႏွိုင္းယွဥ္
ଲୁକ୍ 1:37ရွာေဖြေလ့လာလိုက္ပါ။
2
ଲୁକ୍ 1:38
ତେଇ ମରିୟମ୍ କଇଲା, “ଦେକା, ମୁଇ ଗଟେକ୍ ମାପ୍ରୁର୍ ଦାସି, ତମେ କଇବା ଇସାବେ ମକେ ଅ ।” ତାର୍ପଚେ ଦୁତ୍ ତାର୍ଟାନେଅନି ଉଟିଗାଲା ।
ଲୁକ୍ 1:38ရွာေဖြေလ့လာလိုက္ပါ။
3
ଲୁକ୍ 1:35
ଦୁତ୍ ତାକେ କଇଲା, “ସୁକଲ୍ ଆତ୍ମା ଆସି ତକେ ଡାବି ଅଇସି, ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ବପୁ ତକେ ଗୁଡିଆଇ ଅଇସି, ତେବର୍ପାଇ ଜେ ଜାତ୍ ଅଇସି, ସେ ସୁକଲ୍ ପର୍ମେସରର୍ ପଅ ବଲି ଡାକ୍ପୁଟା ଅଇସି ।”
ଲୁକ୍ 1:35ရွာေဖြေလ့လာလိုက္ပါ။
4
ଲୁକ୍ 1:45
ଜେ ବିସ୍ବାସ୍ କର୍ସି ତାର୍ କେଡେକ୍ ନିମାନ୍ କରମ୍, କାଇକେବଇଲେ ମାପ୍ରୁ ତାକେ ଜାଇଜାଇଟା କୁଆଅଇଲାଆଚେ, ସେ ସବୁଜାକ ଅଇସି ଆକା ।”
ଲୁକ୍ 1:45ရွာေဖြေလ့လာလိုက္ပါ။
5
ଲୁକ୍ 1:31-33
ଦେକ୍ ତୁଇ ଗାଗ୍ଡେ ଅଇ ପିଲା ଗଟେକ୍ ଜନମ୍ କର୍ସୁ ଆରି ତାର୍ ନାଉଁ ଜିସୁ ଦେଇସା । ସେ ଗଟେକ୍ ଡାକ୍ପୁଟା ଲକ୍ ଅଇସି ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ପଅ ବଲି କଇବାଇ, ସରଗର୍ ମାପ୍ରୁ ତାକେ, ତାର୍ ଆନିଦାଦି ଦାଉଦର୍ ପାରା ରାଜା କୁରାଇସି । ସେ କାଲ୍କାଲ୍ ଜୁଗ୍ଜୁଗ୍ ଇସ୍ରାଏଲ୍ ଲକ୍ମନ୍କେ ସାସନ୍ କର୍ସି । ତାର୍ ରାଇଜ୍ କେବେ ନ ସାରେ ।”
ଲୁକ୍ 1:31-33ရွာေဖြေလ့လာလိုက္ပါ။
6
ଲୁକ୍ 1:30
ଦୁତ୍ ତାକେ କଇଲା, “ମରିୟମ ଡର୍ ନାଇ, ତୁଇ ମାପ୍ରୁର୍ ଦୟା ପାଇଆଚୁସ୍ ।
ଲୁକ୍ 1:30ရွာေဖြေလ့လာလိုက္ပါ။
ပင္မစာမ်က္ႏွာ
သမၼာက်မ္းစာ
အစီအစဥ္မ်ား
ဗီဒီယိုမ်ား