1
ମାତିଉ 10:16
Desiya Bible, 2025
Saa25
“ସୁନା, ବାଲିଆଡୁର୍କାମନର୍ ବିତ୍ରେ ମେଣ୍ଡାମନ୍କେ ପାଟାଇଲା ପାରା ମୁଇ ତମ୍କେ ପାଟାଇଲିନି। ସାଁପର୍ ପାରା ଚାଲାକି ଅଇ ପରୁଆପାରା ସୁଆଲ୍ ଉଆ ।
ႏွိုင္းယွဥ္
ମାତିଉ 10:16ရွာေဖြေလ့လာလိုက္ပါ။
2
ମାତିଉ 10:39
ଜନ୍ଲକ୍ ନିଜର୍ ଜିବନ୍ ରକିଆ କର୍ବାକେ ଚେସ୍ଟା କର୍ସି ବଇଲେ ସେ ସେଟା ଆରାଇସି । ମାତର୍ ଜେ ମର୍ ଲାଗି ତାର୍ ଜିବନ୍ ଆରାଇସି ବଇଲେ, ସେ ସତଇସେ ସେଟା ରକିଆ କର୍ସି ।”
ମାତିଉ 10:39ရွာေဖြေလ့လာလိုက္ပါ။
3
ମାତିଉ 10:28
ଜନ୍ଲକ୍ମନ୍ ତମର୍ ଗାଗଡ୍ ନସ୍ଟ କର୍ବାଇ ମାତର୍ ତମର୍ ଆତ୍ମାକେ କାଇଟା କରିନାପାରତ୍ ସେମନ୍କେ ଡରାନାଇ । ମାତର୍ ଜନ୍ ପର୍ମେସର୍ ତମର୍ ଗାଗଡ୍ ଆରି ଆତ୍ମାକେ ନରକ୍ କୁଣ୍ଡେ ପିଙ୍ଗ୍ସି, ତାକେ ଡରା ।
ମାତିଉ 10:28ရွာေဖြေလ့လာလိုက္ပါ။
4
ମାତିଉ 10:38
ଜନ୍ ଲକ୍ ନିଜର୍ କୁରୁସ୍ ବଇ ମର୍ ସଙ୍ଗ୍ ନ ଆସେ ବଇଲେ ସେ ମର୍ ସିସ୍ ଅଇବାକେ ଅଦିକାର୍ ନ ପାଏ ।
ମାତିଉ 10:38ရွာေဖြေလ့လာလိုက္ပါ။
5
ମାତିଉ 10:32-33
“ଜେ ମକେ ସବୁର୍ ମୁଆଟେ ‘ମର୍ ଲକ୍’ ବଲି ନାମ୍ସି, ମୁଇ ମିସା ମର୍ ସରଗର୍ ବାବାର୍ ମୁଆଟେ ସେମନ୍କେ ‘ମର୍ ଲକ୍’ ବଲି କଇବି । ମାତର୍ ଜନ୍ ଲକ୍ ମକେ ସବୁର୍ ମୁଆଟେ ‘ତାକେ ନାଜାନି’ ବଲି କଇସି, ମୁଇ ମିସା ମର୍ ସରଗର୍ ବାବାର୍ ମୁଆଟେ ‘ତାକେ ନାଜାନି’ ବଲି କଇବି ।”
ମାତିଉ 10:32-33ရွာေဖြေလ့လာလိုက္ပါ။
6
ମାତିଉ 10:8
ଜରର୍ ଲକ୍ମନ୍କେ ନିମାନ୍ କରା, ମଲା ଲକ୍ମନ୍କେ ଉଟାଆ, ବଡ୍ ରଗିମନ୍କେ ନିମାନ୍ କରା, ଡୁମାମନ୍କେ କେଦିଦିଆସ୍ । ଏ ସବୁ ସରଗର୍ ମାପ୍ରୁର୍ ତେଇଅନି ତିନ୍ପଲିଆରେ ମିଲାଇ ଆଚାସ୍ । ସେନ୍ତି ବିନ୍ ଲକ୍ମନ୍କେ କାଇଟା ନ ମାଙ୍ଗ୍ତେ ଦିଆସ୍ ।
ମାତିଉ 10:8ရွာေဖြေလ့လာလိုက္ပါ။
7
ମାତିଉ 10:31
ଡରାନାଇ, ବେସି ଚେଟିଆ ଚଡଇମନର୍ ତେଇ ଅନି ତମର୍ ଦାମ୍ ଅଦିକ୍ ।”
ମାତିଉ 10:31ရွာေဖြေလ့လာလိုက္ပါ။
8
ମାତିଉ 10:34
“ମୁଇ ଏ ଦୁନିଆଇ ସାନ୍ତି ଦେବାର୍ ଆସିଆଚି ବଲି ତମେ ବାବା ନାଇ । ନାଇ, ସାନ୍ତି ଦେବାକେ ଆସି ନାଇ, କାଣ୍ଡା ଦେବାକେ ଆଇଲିଆଚି ।
ମାତିଉ 10:34ရွာေဖြေလ့လာလိုက္ပါ။
ပင္မစာမ်က္ႏွာ
သမၼာက်မ္းစာ
အစီအစဥ္မ်ား
ဗီဒီယိုမ်ား