1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:24
ଓଡିଆ ବାଇବେଲ
ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
နှိုင်းယှဉ်
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:24ရှာဖွေလေ့လာလိုက်ပါ။
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:18
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:18ရှာဖွေလေ့လာလိုက်ပါ။
3
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7ရှာဖွေလေ့လာလိုက်ပါ။
4
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:23
ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:23ရှာဖွေလေ့လာလိုက်ပါ။
5
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:3
ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:3ရှာဖွေလေ့လာလိုက်ပါ။
6
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:25
ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:25ရှာဖွေလေ့လာလိုက်ပါ။
YouVersion သည် သင့်အတွေ့အကြုံကို စိတ်ကြိုက်ပြင်ဆင်ရန် ကွတ်ကီးများကို အသုံးပြုသည်။ ကျွန်ုပ်တို့၏ဝဘ်ဆိုဒ်ကိုအသုံးပြုခြင်းဖြင့် ကျွန်ုပ်တို့၏ ကိုယ်ရေးကိုယ်တာမူဝါဒတွင်ဖော်ပြထားသည့်အတိုင်း ကျွန်ုပ်တို့၏ cookies အသုံးပြုမှုကို သင်လက်ခံပါသည်။
ပင်မစာမျက်နှာ
ကျမ်းစာ
အစီအစဉ်
ဗီဒီယို