ଲୂକ 24:2-3

ଲୂକ 24:2-3 OERV

ସମାଧି ବନ୍ଦ କରିବା ପାଇଁ ତା'ର ପ୍ରବେଶ ଦ୍ୱାରରେ ଗୋଟିଏ ବଡ଼ ପଥର ଦିଆ ଯାଇଥିଲା। ସ୍ତ୍ରୀ ଲୋକମାନେ ଦେଖିଲେ ଯେ ପଥରଟି ଗଡ଼ି ଯାଇଛି। ସେମାନେ ଭିତରକୁ ଗଲେ। କିନ୍ତୁ ସେମାନେ ସେଠାରେ ପ୍ରଭୁ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ।

Gratis leseplaner og andakter relatert til ଲୂକ 24:2-3