ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
Czytaj ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1
Udostępnij
Porównaj wszystkie przekłady: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:26-27
Zapisuj wersety, czytaj offline, oglądaj krótkie nauczania i nie tylko!
YouVersion używa plików cookie, aby spersonalizować twoje doświadczenia. Korzystając z naszej strony, wyrażasz zgodę na używanie przez nas plików cookie zgodnie z naszą Polityką prywatności
Strona główna
Biblia
Plany
Nagrania wideo