1
ଆଦି ପୁସ୍ତକ 7:1
ପବିତ୍ର ବାଇବଲ
OERV
ଏହା ପରେ ସଦାପ୍ରଭୁ ନୋହଙ୍କୁ କହିଲେ, “ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧ୍ୟରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହୋଇ ଜାହାଜରେ ପ୍ରବେଶ କର।
Comparar
Explorar ଆଦି ପୁସ୍ତକ 7:1
2
ଆଦି ପୁସ୍ତକ 7:24
ଏହିପରି ଭାବରେ ପୃଥିବୀ 150 ଦିନ ପର୍ଯ୍ୟନ୍ତ ଜଳରେ ମଗ୍ନ ହୋଇ ରହିଲା।
Explorar ଆଦି ପୁସ୍ତକ 7:24
3
ଆଦି ପୁସ୍ତକ 7:11-13
ଦ୍ୱିତୀୟ ମାସର ସତର ଦିବସ ଯେତେବେଳେ ନୋହଙ୍କୁ 600 ବର୍ଷ ବୟସ ହୋଇଥିଲା। ମହାସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା। ପୁଣି ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। ତହିଁରେ ଗ୍ଭଳିଶ୍ ଦିବାରାତ୍ରି ବୃଷ୍ଟି ହେଲା। ସେହି ଦିନରେ ନୋହ, ଶେମ, ହାମ ଓ ଯେଫତ୍ ନୋହଙ୍କର ପୁତ୍ରମାନେ ଆଉ ସେମାନଙ୍କର ସ୍ତ୍ରୀମାନେ ଓ ନୋହଙ୍କର ସ୍ତ୍ରୀ ଜାହାଜରେ ପ୍ରବେଶ କଲେ।
Explorar ଆଦି ପୁସ୍ତକ 7:11-13
4
ଆଦି ପୁସ୍ତକ 7:23
ଏହି ପ୍ରକାରେ ପରମେଶ୍ୱର ପୃଥିବୀରେ ବାସ କରୁଥିବା ସମସ୍ତ ଜୀବିତ ପ୍ରାଣୀଙ୍କୁ ନିଶ୍ଚିହ୍ନ କଲେ। ସମସ୍ତ ମନୁଷ୍ୟ, ପଶୁ, ସରୀସୃପ ପ୍ରାଣୀ, ଖେଚର ପକ୍ଷୀ, ପୃଥିବୀରେ ମୃତ୍ୟୁବରଣ କଲେ। କେବଳ ନୋହ ଓ ଜାହାଜରେ ଥିବା ଲୋକମାନେ ଏବଂ ପଶୁଗଣ ରକ୍ଷା ପାଇଗଲେ।
Explorar ଆଦି ପୁସ୍ତକ 7:23
5
Início
Bíblia
Planos
Vídeos