1
ମାଥିଉ 10:16
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।
Сравнить
Изучить ମାଥିଉ 10:16
2
ମାଥିଉ 10:39
ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।”
Изучить ମାଥିଉ 10:39
3
ମାଥିଉ 10:28
ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।
Изучить ମାଥିଉ 10:28
4
ମାଥିଉ 10:38
ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ।
Изучить ମାଥିଉ 10:38
5
ମାଥିଉ 10:32-33
“ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି। ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି।”
Изучить ମାଥିଉ 10:32-33
6
ମାଥିଉ 10:8
ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।
Изучить ମାଥିଉ 10:8
7
ମାଥିଉ 10:31
ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”
Изучить ମାଥିଉ 10:31
8
ମାଥିଉ 10:34
“ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ୍ଗ ଦେବାକୁ ଆସିଅଛି।
Изучить ମାଥିଉ 10:34