ଯୋହନ 21:3

ଯୋହନ 21:3 ODIAOV-BSI

ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି। ସେମାନେ ତାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ। ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ।

Бесплатные планы чтения и наставления по теме ଯୋହନ 21:3