ମାଥିଉ 2:1-2

ମାଥିଉ 2:1-2 IRVORY

ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ, “ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”

Фото-стих для ମାଥିଉ 2:1-2

ମାଥିଉ 2:1-2 - ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ, “ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”

Бесплатные планы чтения и наставления по теме ମାଥିଉ 2:1-2