ମାତିଉ 4
4
ସଇତାନ୍ ଜିସୁକେ ପରିକା କର୍ବାଟା
(ମାର୍କ ୧:୧୨-୧୩; ଲୁକ୍ ୪:୧-୧୩)
1 #
ଏବ୍ରି ୨:୧୮;୪:୧୫ ତାର୍ପଚେ ସୁକଲ୍ଆତ୍ମା ଜିସୁକେ ମରୁବାଲି ବୁଏଁ ଡାକିନେଲା । ତେଇ ସଇତାନ୍ ତାକେ ପରିକା କଲା । 2ଜିସୁ ଚାଲିସ୍ ଦିନ୍ ଚାଲିସ୍ ରାତି ଉପାସ୍ ରଇକରି ବିତାଇଲା ପଚେ, ତାକେ ବେସି ବୁକ୍ କଲା । 3ସେଡ୍କିବେଲେ ସଇତାନ୍ ତାର୍ ଲଗେ ଆସି କଇଲା “ତୁଇ ଜଦି ପର୍ମେସରର୍ ପଅ, ତେବେ ଏ ପାକ୍ନାମନ୍ ‘ରୁଟି ଅଇଜା’ ବଲି ଆଦେସ୍ ଦେସ୍ ।”
4ମାତର୍ ଜିସୁ କଇଲା, “ସାସ୍ତରେ ଲେକାଆଚେ ମୁନୁସ୍ ଅବ୍କା ରୁଟି କାଇକରି ନ ବଁଚେ, ମାତର୍ ପର୍ମେସରର୍ ଟଣ୍ଡେ ଅନି ବାରଇବା ସବୁ ବାକିଅ ଟାନେ ବଁଚ୍ସି ।” 5ତେଇଅନି ସଇତାନ୍ ଜିସୁକେ ସୁକଲ୍ ଗଡ୍ ଜିରୁସାଲାମ୍ ଡାକିନେଲା । ତେଇ ତାକେ ମନ୍ଦିର୍ ଟିପେ ଟିଆ କରାଇ କଇଲା, 6“ତୁଇ ଜଦି ପର୍ମେସରର୍ ପଅ, ତେବେ ଇତିଅନି ତଲେ ଡେଗଇ ଦେସ୍, ସାସ୍ତରେ ଲେକା ଆଚେ,
“ପର୍ମେସର୍ ତାର୍ ଦୁତ୍ମନ୍କେ ତର୍ ବିସଇନେଇ ଆଦେସ୍ ଦେଇସି,
ଆରି ସେମନ୍ ତକେ ଆତେ ଦାରି ଟେକ୍ବାଇ ।
ତେବେ ତର୍ ଗଡେ ପାକ୍ନା ନ ପାଏ ।”
7ଜିସୁ ସଇତାନ୍କେ କଇଲା, “ ପର୍ମେସରର୍ ସାସ୍ତରେ ଏନ୍ତି ଲେକାଆଚେ, ତୁଇ ତର୍ ମାପ୍ରୁ ପର୍ମେସର୍କେ ପରିକା କର୍ନାଇ ।”
8ତାର୍ ପଚେ ସଇତାନ୍ ଜିସୁକେ ବେସି ଉଁଚ୍ ରଇବା ଗଟେକ୍ ଡଙ୍ଗର୍ ଟିପେ ଡାକି ଦାରିଗାଲା । ଆରି ଦୁନିଆର୍ ସବୁ ରାଇଜର୍ ଦନ୍ ସଁପତି ଦେକାଇ କଇଲା, 9“ତୁଇ ଜଦି ମକେ ମାଣ୍ଡିକୁଟା ଦେଇ ଜୁଆର୍ କର୍ସୁ ବଇଲେ ମୁଇ ଏ ସବୁ ତକେ ଦେଇପାକାଇବି ।”
10ତେଇ ଜିସୁ ତାକେ କଇଲା “ମର୍ଟାନେଅନି ଦୁର୍ ଅ ସଇତାନ୍, ସାସ୍ତରେ ଲେକା ଆଚେ, ତୁଇ ପର୍ମେସର୍କେ ଜୁଆର୍ କର୍ସୁ, ଆରି ତାକେସେ ସେବା କର୍ସୁ ।” 11ତାର୍ପଚେ ସଇତାନ୍ ଜିସୁକେ ଚାଡି ବାରିଗାଲା, ଆରି ଏଦେ ଦେକା ! ସରଗର୍ ଦୁତ୍ମନ୍ ଆସି ଜିସୁକେ ସେବା କର୍ବାର୍ ଦାର୍ଲାଇ ।
ଜିସୁ ଗାଲିଲି ରାଇଜେ ତାର୍ କାମ୍ ଆରାମ୍ କଲା
(ମାର୍କ ୧:୧୪-୧୫; ଲୁକ୍ ୪:୧୪-୧୫)
12 #
ମାତିଉ ୧୪:୩; ମାର୍କ ୬:୧୭; ଲୁକ୍ ୩:୧୯,୨୦ ତାର୍ପଚେ ଡୁବନ୍ ଦେଉ ଜଅନ୍ ବନ୍ଦି ଅଇଲାଆଚେ ବଲି ଜିସୁ ସୁନିକରି ଗାଲିଲି ଉଟି ଗାଲା । 13#ଜଅନ୍ ୨:୧୨ତାର୍ ପଚେ, ସେ ନାଜରିତ୍ ଚାଡି କରି ସବ୍ଲୁନର୍ ଆରି ନପ୍ତାଲିନ୍ ନାଉଁର୍ ଜାଗା ଲଗେ ରଇବା ଗାଡ୍ କଣ୍ଡି ରଇଲା, କପରନାଉମେ ଜାଇ ବାସା କଲା । 14ଜେନ୍ତାର୍ କି ଜିସାୟ ବବିସତ୍ବକ୍ତାର୍ ଏ କାତା ପୁରୁନ୍ ଅଇଲା । ସେ କଇରଇଲା,
15“ଜର୍ଦନ୍ ଗାଡ୍ ସେପାଟେ ସମ୍ଦୁରେ ଜିବା ବାଟେ
ରଇଲା ସବ୍ଲୁନ୍ ଆରି ନାପ୍ତାଲି ନାଉଁର୍
ଦୁଇଟା ଦେସ୍, ଅବିସ୍ବାସି ମନର୍ ଗାଲିଲି !
16ଆନ୍ଦାରେ ରଇବା ଲକ୍ମନ୍ ବଡ୍ ଉଜଲର୍ ଦର୍ସନ୍ ଦେକ୍ବାଇ
ଆରି ମରନର୍ ଆନ୍ଦାରେ ରଇଲା
ଲକ୍ମନର୍ ଉପ୍ରେ ସେ ଉଜଲ୍ ଉଦ୍ସି ।”
17 #
ମାତିଉ ୩:୨
ସେ ବେଲାଇ ଅନି ଜିସୁ କଇବାର୍ ଆରାମ୍ କରି ଜାନାଇବାର୍ ଦାର୍ଲା । ପାପ୍ କର୍ବାତେଇଅନି ମନ୍ ବଦ୍ଲାଆ, ସରଗ୍ ରାଇଜ୍ ଲଗେ କେଟ୍ଲା ।
ଜିସୁ ଚାର୍ଟା କେଉଟ୍ମନ୍କେ ଡାକ୍ଲା
(ମାର୍କ ୧:୧୬-୨୦; ଲୁକ୍ ୫:୧-୧୧)
18ଜିସୁ ଗାଲିଲି ସମ୍ଦୁର୍ ପାଲି ରଇବା ଜାଗାମନ୍କେ ବୁଲ୍ବାବେଲେ ସିମନ୍ ଜାକେ କି ପିତର୍ ବଲି କଇବାଇ, ଆରି ତାର୍ ବାଇ ଆନ୍ଦ୍ରିୟ, ଏ ଦୁଇ ଲକ୍କେ ବେଟ୍ ଅଇଲା । ଏ ଦୁଇ ବାଇ ଗାଡେ ବଇଜାଲ୍ ମାରି ମାଚ୍ ଦାର୍ତେରଇଲାଇ । 19ଜିସୁ ସେ ଦୁଇ ବାଇକେ ଡାକି କଇଲା, “ମର୍ ସଙ୍ଗ୍ ଆସା, ମୁଇ ତମ୍କେ ଲକ୍ମନ୍କେ ମାପ୍ରୁର୍ବାଟେ ଆନ୍ବାଟା ସିକାଇବି ।” 20ସେଦାପ୍ରେ ସେମନ୍ ଜାଲ୍ ଚାଡି, ଜିସୁର୍ ପଚେ ପଚେ ଗାଲାଇ ।
21ଜିସୁ ଆରି ତେଇଅନି କଣ୍ଡେକ୍ ଦୁର୍ ଆଗେ ଜାଇ ଜେବଦିର୍ ପଅ ଜାକୁବ୍ ଆରି ତାର୍ ବାଇ ଜଅନ୍କେ ବେଟ୍ ଅଇଲା । ସେଡ୍କିବେଲେ ଏ ଦୁଇବାଇ ତାକର୍ ବାବା ସଙ୍ଗ୍ ଡଙ୍ଗାଇ ଜାଲ୍ ସାଜାଡ୍ତେ ରଇଲାଇ ।
22ଜିସୁ ସେମନ୍କେ ମିସା ଡାକ୍ଲା ଆରି ସେମନ୍ ଦାପ୍ରେ ଡଙ୍ଗା ଆରି ତାକର୍ ବାବାକେ ଚାଡିକରି ଜିସୁର୍ ସଙ୍ଗ୍ ଗାଲାଇ ।
ଜିସୁ ପର୍ମେସରର୍ ବିସଇ ଜାନାଇ ନିମାନ୍ କର୍ବାଟା
(ଲୁକ୍ ୬:୧୭-୧୯)
23 #
ମାତିଉ ୯:୩୫; ମାର୍କ ୧:୩୯ ଜିସୁ ଗାଲିଲିର୍ ଗୁଲାଇବାଟେ ବୁଲି ବୁଲି ଜିଉଦିମନର୍ ସବୁ ପାର୍ତନା ଗର୍ମନ୍କେ ସିକିଆ ଦେଇ, ପର୍ମେସରର୍ ରାଇଜର୍ ବିସଇ ଜାନାଇଲା । ଆରି ବିନ୍ ବିନ୍ ରଗେ ରଇବା ଲକ୍ମନ୍କେ ସବୁ ରକାମର୍ ରଗ୍ ଆରି ସବୁ ଦୁକ୍ କସ୍ଟ, ନିମାନ୍ କଲା । 24ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା । 25ଆନି ରଇବା ସବୁ ଲକ୍ମନ୍କେ ଜିସୁ ନିକ କଲା । ଗାଲିଲି ଅନି ଆରି ଦସ୍ଟା ସଅରେଅନି, ଆରି ଜିରୁସାଲାମ୍, ଜିଉଦା ଆରି ଜର୍ଦନ୍ ସେବାଟେ ରଇଲା ଜାଗାମନର୍ତେଇଅନି ବେସି ଲକ୍ମନ୍ ଜିସୁର୍ ସଙ୍ଗ୍ ଗାଲାଇ ।
Выбрано:
ମାତିଉ 4: Saa25
Выделить
Поделиться
Сравнить
Копировать
Хотите, чтобы то, что вы выделили, сохранялось на всех ваших устройствах? Зарегистрируйтесь или авторизуйтесь
The Desiya Bible © The Word for the World International and Desiya Translation Samithi, Koraput, Odisha. 2025