1
ଆଦି ପୁସ୍ତକ 3:6
ପବିତ୍ର ବାଇବଲ
OERV
ସେହି ସ୍ତ୍ରୀଲୋକଟି ଦେଖିଲା ଯେ, ସେହି ବୃକ୍ଷଟି ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ। ସେ ଜ୍ଞାନ ଲାଭ କରିବାକୁ ଇଚ୍ଛା କଲା। ତେଣୁ ସେ ସେହି ବୃକ୍ଷରୁ ଫଳ ତୋଳିଲା ଏବଂ ଖାଇଲା। ପୁଣି ଆପଣାର ସ୍ୱାମୀକୁ ଖାଇବାକୁ ଦେଲା ଏବଂ ସେ ମଧ୍ୟ ତାହାକୁ ଖାଇଲା।
Primerjaj
Razišči ଆଦି ପୁସ୍ତକ 3:6
2
ଆଦି ପୁସ୍ତକ 3:1
ସଦାପ୍ରଭୁ ପରମେଶ୍ୱରଙ୍କର ସୃଷ୍ଟି କରିଥିବା ପ୍ରାଣୀମାନଙ୍କ ମଧ୍ୟରେ ସର୍ପ ସମସ୍ତଙ୍କଠାରୁ ଚତୁର ଥିଲା। ସର୍ପଟି ସ୍ତ୍ରୀଲୋକଟିକୁ କହିଲା, “ଏହା କ’ଣ ସତ୍ୟ ଯେ ପରମେଶ୍ୱର ଉଦ୍ୟାନର କୌଣସି ବୃକ୍ଷର ଫଳ ନ ଖାଇବା ପାଇଁ ତୁମ୍ଭଙ୍କୁ କହିଲେ?”
Razišči ଆଦି ପୁସ୍ତକ 3:1
3
ଆଦି ପୁସ୍ତକ 3:15
ମୁଁ ତୁମ୍ଭକୁ ନାରୀର ଶତ୍ରୁ କରିବି। ମୁଁ ତୁମ୍ଭର ପିଲାମାନଙ୍କୁ ଓ ତାହାର ପିଲାମାନଙ୍କ ମଧ୍ୟରେ ଶତ୍ରୁତା କରାଇବି। ତୁମ୍ଭେ ତା'ର ପିଲାର ଗୋଇଠିକୁ କାମୁଡ଼ିବ, କିନ୍ତୁ ସେ ତୁମ୍ଭର ମସ୍ତକକୁ ଆଘାତ କରି ଚୂର୍ଣ୍ଣ କରିବ।”
Razišči ଆଦି ପୁସ୍ତକ 3:15
4
ଆଦି ପୁସ୍ତକ 3:16
ଏହା ପରେ ସଦାପ୍ରଭୁ ପରମେଶ୍ୱର ସେହି ସ୍ତ୍ରୀଲୋକଟିକୁ କହିଲେ, “ମୁଁ ତୁମ୍ଭର କାର୍ଯ୍ୟଭାର ଏବଂ ତୁମ୍ଭର ଗର୍ଭବେଦନା ମଧ୍ୟ ବଢ଼ାଇବି। ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ। ପୁଣି ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
Razišči ଆଦି ପୁସ୍ତକ 3:16
5
ଆଦି ପୁସ୍ତକ 3:19
ତୁମ୍ଭେ ମରିବା ପର୍ଯ୍ୟନ୍ତ ମୂଖର ଝାଳରେ ଆହାର କରିବ, ତୁମ୍ଭେ ଖାଦ୍ୟ ପାଇବା ପାଇଁ କଠିନ ପରିଶ୍ରମ କରିବ। ତୁମ୍ଭେ ଧୂଳିରୁ ନିଆଯାଇଛ, ଏଣୁ ଧୂଳିକୁ ଫେରିଯିବ।”
Razišči ଆଦି ପୁସ୍ତକ 3:19
6
ଆଦି ପୁସ୍ତକ 3:17
ଏହା ପରେ ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ କହିଲେ, “ମୁଁ ତୁମ୍ଭକୁ ସେହି ବୃକ୍ଷର ଫଳ ନ ଖାଇବା ପାଇଁ ନିର୍ଦ୍ଦେଶ ଦେଇଥିଲି କିନ୍ତୁ ତୁମ୍ଭେ ତୁମ୍ଭର ସ୍ତ୍ରୀଙ୍କ କଥା ଶୁଣିଲ ଏବଂ ସେହି ଫଳ ଖାଇଲ। ତେଣୁ ତୁମ୍ଭ ଯୋଗୁଁ ଭୂମି ଶାପଗ୍ରସ୍ତ ହେଲା, ତୁମ୍ଭେ ତୁମ୍ଭର ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ କରିବ।
Razišči ଆଦି ପୁସ୍ତକ 3:17
7
ଆଦି ପୁସ୍ତକ 3:11
ସଦାପ୍ରଭୁ ପରମେଶ୍ୱର ଆଦମକୁ କହିଲେ, “ତୁମ୍ଭକୁ କିଏ କହିଲା ଯେ, ତୁମ୍ଭେ ଉଲଗ୍ନ? ତୁମ୍ଭେ କ’ଣ ଉଦ୍ୟାନର ସେହି ବୃକ୍ଷର ଫଳ ଖାଇଲ, ଯାହା ଖାଇବା ପାଇଁ ମୁଁ ମନା କରିଥିଲି?”
Razišči ଆଦି ପୁସ୍ତକ 3:11
8
ଆଦି ପୁସ୍ତକ 3:24
ସଦାପ୍ରଭୁ ପରମେଶ୍ୱର ଏହିପରି ମନୁଷ୍ୟକୁ ତଡ଼ି ଦେଲେ। ପୁଣି ଅମୃତ ବୃକ୍ଷର ପଥ ପହରା ଦେବା ପାଇଁ ସେ କିରୁବଦୂତମାନଙ୍କୁ ଏବଂ ଗୋଟିଏ ଘୂର୍ଣ୍ଣାୟମାନ ଖଡ଼୍ଗ ଏଦନ ଉଦ୍ୟାନର ପ୍ରବେଶ ସ୍ଥାନରେ ରଖିଲେ।
Razišči ଆଦି ପୁସ୍ତକ 3:24
9
ଆଦି ପୁସ୍ତକ 3:20
ମନୁଷ୍ୟ ତା'ର ସ୍ତ୍ରୀର ନାମ ହବା, ଦେଲା। ଆଦମ ତା'ର ଏପରି ନାମକରଣ କରିଥିଲା, କାରଣ ସେ ଥିଲା ଜୀବିତ ପ୍ରାଣୀମାନଙ୍କ ସକଳର ମାତା।
Razišči ଆଦି ପୁସ୍ତକ 3:20
Domov
Sveto pismo
Bralni načrti
Videoposnetki