Mufananidzo weYouVersion
Mucherechedzo Wekutsvaka

ମାଥିଉଲିଖିତ ସୁସମାଚାର 2:1-2

ମାଥିଉଲିଖିତ ସୁସମାଚାର 2:1-2 ODCLBSI

ହେରୋଦଙ୍କ ରାଜତ୍ୱ ସମୟରେ ଇହୁଦା ପ୍ରଦେଶର ବେଥ୍ଲେହିମ ସହରରେ ଯୀଶୁ ଜନ୍ମ ଗ୍ରହଣ କଲେ। ଏହାର ଅଳ୍ପ ସମୟ ପରେ ପୂର୍ବ ଦେଶରେ କେତେଜଣ ଜ୍ୟୋତିର୍ବିଦ ଯିରୂଶାଲମକୁ ଆସି ପଚାରିଲେ, “ଯେଉଁ ଶିଶୁ ଇହୁଦୀମାନଙ୍କର ରାଜା ହେବା ପାଇଁ ଜନ୍ମ ହୋଇଛନ୍ତି, ସେ କାହାନ୍ତି? ପୂର୍ବାକାଶରେ ତାଙ୍କ ନକ୍ଷତ୍ର ଦେଖି ତାଙ୍କୁ ପୂଜା କରିବା ପାଇଁ ଆମେ ଆସିଛୁ।”

Mufananidzo weVhesi re {{ zvinoenderana neizvi }}

ମାଥିଉଲିଖିତ ସୁସମାଚାର 2:1-2 - ହେରୋଦଙ୍କ ରାଜତ୍ୱ ସମୟରେ ଇହୁଦା ପ୍ରଦେଶର ବେଥ୍ଲେହିମ ସହରରେ ଯୀଶୁ ଜନ୍ମ ଗ୍ରହଣ କଲେ। ଏହାର ଅଳ୍ପ ସମୟ ପରେ ପୂର୍ବ ଦେଶରେ କେତେଜଣ ଜ୍ୟୋତିର୍ବିଦ ଯିରୂଶାଲମକୁ ଆସି ପଚାରିଲେ, “ଯେଉଁ ଶିଶୁ ଇହୁଦୀମାନଙ୍କର ରାଜା ହେବା ପାଇଁ ଜନ୍ମ ହୋଇଛନ୍ତି, ସେ କାହାନ୍ତି? ପୂର୍ବାକାଶରେ ତାଙ୍କ ନକ୍ଷତ୍ର ଦେଖି ତାଙ୍କୁ ପୂଜା କରିବା ପାଇଁ ଆମେ ଆସିଛୁ।”