YouVersion logga
BibelnLäsplanerVideor
Skaffa appen
Språkväljare
Sök ikon

Populära bibelverser från ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:24

ଓଡିଆ ବାଇବେଲ

ORYIRV

ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।

Jämför

Utforska ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:24

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:18

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”

Jämför

Utforska ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:18

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।

Jämför

Utforska ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:23

ଓଡିଆ ବାଇବେଲ

ORYIRV

ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”

Jämför

Utforska ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:23

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:3

ଓଡିଆ ବାଇବେଲ

ORYIRV

ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।

Jämför

Utforska ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:3

6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:25

ଓଡିଆ ବାଇବେଲ

ORYIRV

ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।

Jämför

Utforska ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:25

Föregående kapitel
Nästa kapitel
YouVersion

Uppmuntrar och utmanar dig att söka Guds närhet varje dag.

Tjänst

Om

Karriärer

Volontär

Blogg

Press

Användbara länkar

Hjälp

Donera

Bibelöversättningar

Ljudbiblar

Bibelspråk

Dagens vers


En digital tjänst från

Life.Church
English (US)

©2025 Life.Church / YouVersion

IntegritetspolicyVillkor
Åtgärdsprogram för säkerhet
FacebookTwitterInstagramYouTubePinterest

Hem

Bibeln

Läsplaner

Videor