YouVersion logga
BibelnLäsplanerVideor
Skaffa appen
Språkväljare
Sök ikon

Populära bibelverser från ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:24

ଓଡିଆ ବାଇବେଲ

ORYIRV

ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।

Jämför

Utforska ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:24

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:22

ଓଡିଆ ବାଇବେଲ

ORYIRV

ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ

Jämför

Utforska ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:22

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:1

ଓଡିଆ ବାଇବେଲ

ORYIRV

ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ

Jämför

Utforska ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:1

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:2

ଓଡିଆ ବାଇବେଲ

ORYIRV

ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।

Jämför

Utforska ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:2

Föregående kapitel
Nästa kapitel
YouVersion

Uppmuntrar och utmanar dig att söka Guds närhet varje dag.

Tjänst

Om

Karriärer

Volontär

Blogg

Press

Användbara länkar

Hjälp

Donera

Bibelöversättningar

Ljudbiblar

Bibelspråk

Dagens vers


En digital tjänst från

Life.Church
English (US)

©2025 Life.Church / YouVersion

IntegritetspolicyVillkor
Åtgärdsprogram för säkerhet
FacebookTwitterInstagramYouTubePinterest

Hem

Bibeln

Läsplaner

Videor